ପରଲୋକରେ ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ
ଭୁବନେଶ୍ୱର : ସ୍ୱନାମଧନ୍ୟ ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ଖବର ମିଳିଛି । ତାଙ୍କ ସ୍ୱାମୀ ବସନ୍ତ କୁମାର ଛୋଟରାୟ ଏହି ସୂଚନା ଦେବା ପରେ, ଓଡ଼ିଶା ସଂଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି । ଦୀର୍ଘଦିନ!-->…
Read More...
Read More...