Browsing Tag

bhubaneswar news

ପୂର୍ବ ଏବଂ ପଶ୍ଚିମ ଭାଗରେ ପୁଣି ଯୋଡ଼ା ଲଘୁଚାପ

ଭୁବନେଶ୍ୱର : ପୂର୍ବ ଏବଂ ପଶ୍ଚିମ ଭାଗରେ ପୁଣି ଯୋଡ଼ା ଲଘୁଚାପ ସମ୍ଭାବନା ଏହି ସୂଚନା ଟ୍ୱିଟ ମାଧ୍ୟମରେ ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗର ବୈଜ୍ଞାନିକ ଉମା ଶଙ୍କର ଦାସ । ଆରବ ସାଗର ଓ ବଙ୍ଗୋପସାଗରରେ ହେବାକୁ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
Read More...

ଅଧା ରହିଲା ଜଗା ଦର୍ଶନ : ‘ଆମ ବସ‘ ଧକ୍କାରେ ୩ ଯୁବତୀ ମୃତ

ଭୁବନେଶ୍ୱର : ପିପିଲି ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ‘ଆମ ବସ ’ ଧକ୍କାରେ ୩ ଯୁବତୀ ମୃତ । ୩ ଯୁବତୀ ସମ୍ପର୍କୀୟ ଭଉଣୀ । ୩ ଜଣ ଯୁବତୀ ସ୍କୁଟିରେ ଭୁବନେଶ୍ୱରରୁ ପୁରୀ ଜଗା ଦର୍ଶନରେ ଯାଉଥିଲେ । ଏହି ସମୟରେ ପିପିଲି ଓଭରବ୍ରିଜ ନିକଟରେ ସ୍କୁଟିକୁ ଏକ ଆମ ବସ୍ ଧକ୍କା ଦେଇଥିଲା ।
Read More...

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସୁସ୍ଥ : ଜୁଲାଇ ପ୍ରଥମ ସପ୍ତାହରେ ଭୁବନେଶ୍ୱର ଫେରିବେ

ଭୁବନେଶ୍ୱର : ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସୁସ୍ଥ ଅଛନ୍ତି । ଆସନ୍ତା ଜୁଲାଇ ପ୍ରଥମ ସପ୍ତାହରେ ଭୁବନେଶ୍ୱର ଫେରିବେ । ଏ ନେଇ ସୂଚନା ଦେଇଛନ୍ତି ବିଜେଡ଼ି ରାଜନୈତିକ ବ୍ୟାପାର କମିଟି ସଦସ୍ୟ ସଞ୍ଜୟ ଦାସବର୍ମା । ସେ କହିଛନ୍ତି, ବୁଧବାର ମୁମ୍ବାଇ ଧିରୁଭାଇ ଅମ୍ବାନୀ କୋକିଳାବେନ୍
Read More...

ଘୁଞ୍ଚିଲା ଆରଆଇଇ ସାଧାରଣ ପ୍ରବେଶିକା ପରୀକ୍ଷା

୧୩ ଜୁଲାଇ ୨୦୨୫ ନୂଆ ତାରିଖ ଘୋଷଣା ଭୁବନେଶ୍ୱର, (ପିଆଇବି) : ବିଭିନ୍ନ ବିଏ ବିଏଡ୍‌, ବିଏସସି ବିଏଡ୍‌, ଏମଏସସି ବିଏଡ୍‌, ବିଏଡ୍‌-ଏମଏଡ୍‌, ଏମଏ (ଶିକ୍ଷା ପ୍ରଯୁକ୍ତି) ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆୟୋଜିତ ହେଉଥିବା ସାଧାରଣ ପ୍ରବେଶିକା ପରୀକ୍ଷା (ସିଇଇ)-୨୦୨୫କୁ ଘୁଞ୍ଚାଇ
Read More...

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡିର ବରିଷ୍ଠ ନେତା

ଭୁବନେଶ୍ୱର : ବିଜେଡିର ରାଜ୍ୟ ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ବିଜେଡିର ବରିଷ୍ଠ ନେତା । ମୁମ୍ବାଇ ସ୍ଥିତ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ନବୀନ ପଟ୍ଟନାୟକ ଚିକିତ୍ସାଧୀନ ଥିବାବେଳେ ତାଙ୍କୁ ବିଜେଡିର ବରିଷ୍ଠ ନେତାମାନେ ଭେଟିଛନ୍ତି । ପୂର୍ବତନ
Read More...

ଲଘୁଚାପର ରୂପ ନେଇପାରେ ଘୂର୍ଣ୍ଣିବଳୟ : ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା । ଅତ୍ୟଧିକ ବର୍ଷା ପାଇଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଜିଲ୍ଲା ଗୁଡ଼ିକ ହେଲା
Read More...

ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ : ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ

ଭୁବନେଶ୍ୱର : ଆଜି ବିହାରର ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହେବ । ଏହି ସମ୍ମିଳନୀରେ ନୂଆ ଏବଂ ନବୀକରଣ ଯୋଗ୍ୟ ଶକ୍ତି ଉପରେ ଆଲୋଚନା ହେବ । ଏହି ଶକ୍ତି ମନ୍ତ୍ରୀ ସମ୍ମିଳନୀରେ ଯୋଗ ଦେବାକୁ ଓଡ଼ିଶାରୁ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ସୋମବାରରୁ
Read More...

‘ନିୟନ୍ତ୍ରଣରେ ହଇଜା ସ୍ଥିତି କମିଛି ନୂଆ ସଂକ୍ରମିତଙ୍କ ସଂଖ୍ୟା’ : ସ୍ଵାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ଵର : ଗୋଟିଏ ଜିଲ୍ଲାରୁ ଆଉ ଗୋଟିଏ ଜିଲ୍ଲାକୁ ଡେଉଁଛି ଡାଇରିଆ । ଦୈନିକ ଚିହ୍ନଟ ହେଉଛନ୍ତି ନୂଆ ନୂଆ ସଂକ୍ରମିତ । ଆଗକୁ ରଥାଯାତ୍ରା ଥିବାରୁ ଡାଇରିଆ ସ୍ଥିତି ନେଇ ପ୍ରକାଶ ପାଇଛି ଉଦବେଗ । ଏନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଳିଙ୍ଗ । ସେ କହିଛନ୍ତି ଯେ,
Read More...

କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ

ଭୁବନେଶ୍ୱର, (ପିଆଇବି) : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଭୁବନେଶ୍ୱର କ୍ଷେତ୍ର କାର୍ଯ୍ୟାଳୟ ପକ୍ଷରୁ ଏକାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ଏକ ସ୍ୱତନ୍ତ୍ର ଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି । କଟକ ପ୍ରତାପ ନଗରୀସ୍ଥିତ ଧାକୁଲେଇ
Read More...

ଜୁଲାଇରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ : ଭୁବନେଶ୍ୱରରେ କରିବେ ବିଶାଳ ସମାବେଶ

ଭୁବନେଶ୍ୱର : ଓଡ଼ିଶା ଆସିବେ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ଆସନ୍ତା ଜୁଲାଇ ୯ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ରାହୁଲଙ୍କ ସହ ଇଓଉଉ ଅଧ୍ୟକ୍ଷ ମଲ୍ଲିକାର୍ଜୁନ୍‌ ଖଡଗେ ମଧ୍ୟ ଓଡ଼ିଶା ଆସିବା ନେଇ
Read More...