Browsing Tag

bhubaneswar news

୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ରାଜଧାନୀ ଭୁବନେଶ୍ଵର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା ଜାରି ରହିଛି । ବିଜୁଳି ଘଡ଼ଘଡ଼ି ସହ ତୁହାକୁ ତୁହା ବର୍ଷା ଲାଗି ରହିଛି । କିଛି ଦିନ ହେଲା ଖରା ହେଉଥିବା ବେଳେ ଖରାକୁ…
Read More...

ଟ୍ୱିନ୍ସ୍‌ ସିଟି କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ଜାରି

ଭୁବନେଶ୍ୱର : ଟ୍ୱିନ୍ସ୍‌ ସିଟି କଟକ ଓ ଭୁବନେଶ୍ୱରରେ ଗତକାଲି ରାତିରୁ ପ୍ରବଳ ବର୍ଷା ଜାରି ରହିଛି । ବର୍ଷା ସାଙ୍ଗକୁ ଘଡ଼ଘଡି ଓ ବିଜୁଳି ମାରୁଛି । ଏହାଛଡ଼ା ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଛି । ଏହାଦ୍ୱାରା ଜନଜୀବନ ପ୍ରଭାବିତ ହୋଇଛି । କଟକ ସହରର ବିଭିନ୍ନ ସ୍ଥାନ…
Read More...

ରାଜ୍ୟରେ ଲାଗି ରହିବ ଆହୁରି ୨୪ ଘଣ୍ଟା ବର୍ଷା : ମାର୍ଚ୍ଚ ୨୨ରୁ ବଢ଼ିପାରେ ତାପମାତ୍ରା

ଭୁବନେଶ୍ୱର : ନିମ୍ନଚାପ ଓ ଗୁରୁଚାପବଳୟ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀର ପ୍ରଭାବ ରହିବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ପୂର୍ବାନୁମାନ କରାଯାଉଛି ।…
Read More...

ମୁହଁ ଖୋଲିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ଭୁବନେଶ୍ୱର : ଓଡ଼ିଶାରେ ମେଣ୍ଟ ନେଇ ମୁହଁ ଖୋଲିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ସରକାର ଗଠନ ପାଇଁ ବିଜେଡିକୁ କୌଣସି ମେଣ୍ଟର ଆବଶ୍ୟକତା ନାହିଁ ବୋଲି କହିବା ସହ ଦେଶରେ ମୋଦି ସରକାର ଏବଂ ରାଜ୍ୟରେ ନବୀନ ପଟ୍ଟନାୟକ ହିଁ ସରକାର ଗଢିବେ ବୋଲି ସ୍ପଷ୍ଟ ଭାବେ କହିଛନ୍ତି । ସେ ଆହୁରି…
Read More...

ନିର୍ବାଚନ ଆଚରଣବିଧି ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର : ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ପରିପ୍ରେକ୍ଷୀରେ ଆଦର୍ଶ ଆଚରଣବିଧି ଘୋଷଣା ହୋଇଥିବାରୁ ନିର୍ବାଚନ ପ୍ରକିୟା ସମ୍ପୂର୍ଣ୍ଣ ହେଲା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ବନ୍ଦ ରହିବ ।
Read More...

ପୂର୍ଣ୍ଣ ସହାୟତା ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଶିକ୍ଷକ ଓ ଅଣ-ଶିକ୍ଷକ କର୍ମଚାରୀମାନଙ୍କ ଏମ୍‌ଏସିପି ଓ…

୧୦୦% ଅନୁଦାନ ପାଇବା ତାରିଖ ପରିବର୍ତ୍ତେ ଅନୁଦାନ ମିଳିବାର ପ୍ରଥମ ଦିନକୁ ଭିତ୍ତି କରି ଏମ୍‌ଏସିପି ସ୍ଥିର କରାଯିବପିଏଚ୍‌.ଡି ଡିଗ୍ରୀ କରିବା ପାଇଁ ପ୍ରୋତ୍ସାହନ ସ୍ଵରୂପ ଏଣ୍ଟ୍ରି ଲେଭେଲ୍‌ରେ ପ୍ରଯୁଜ୍ୟ ବେତନ ସ୍କେଲରେ ଦୁଇଟି ଅଗ୍ରୀମ ବୃଦ୍ଧି ମିଳିବ୫-ଟି ଅଧ୍ୟକ୍ଷ ଭି. କେ. ପାଣ୍ଡିଆନଙ୍କ…
Read More...

ରାଜ୍ୟ ଓ ଜିଲ୍ଲା କ୍ରୀଡା ସଙ୍ଘମାନଙ୍କ ବାର୍ଷିକ ଅନୁଦାନ ରାଶି ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି : ସ୍ୱତନ୍ତ୍ର…

ଭୁବନେଶ୍ୱର : ରାଜ୍ୟ କ୍ରୀଡା ସଙ୍ଘ ଏବଂ ଜିଲ୍ଲା କ୍ରୀଡା ସଙ୍ଘମାନଙ୍କ ଅନୁଦାନ ରାଶିକୁ କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ବୃଦ୍ଧି କରାଯାଇଛି । ଏହା ୨୦୨୩-୨୪ ବର୍ଷଠାରୁ ଲାଗୁ ହେବ । ବିଭାଗ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ 'କ' ବର୍ଗ ଯଥା ଆଥ୍‌ଲେଟିକ୍ସ, ହକି,…
Read More...

ବରଗଡ ଚିନିକଳ ଜମି ଇଡକୋକୁ ହସ୍ତାନ୍ତର ହେବ

ଆଗାମୀ ଦିନରେ ନୂତନ ଶିଳ୍ପ ପ୍ରତିଷ୍ଠା କରାଯିବସମୁଦାୟ ୧୦୩.୨୧ ଏକର ଜମିରୁ ୭୨.୧୨ ଏକର ଜମି ପାଇଁ ଇଡକୋ ୪୦.୬୮ କୋଟି ଟଙ୍କା ପ୍ରଦାନ କରିଛି ଭୁବନେଶ୍ୱର : ବରଗଡ଼ସ୍ଥିତ ଚିନିକଳ ଜମିକୁ ଇଡକୋକୁ ହସ୍ତାନ୍ତର କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଆଗାମୀ ଦିନରେ ଇଡକୋ ଏହି…
Read More...

କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ୨୬୯ ପଦକ ପାଇଁ ଅର୍ଥରାଶି ପୁରସ୍କାର

୨୦ଟି କ୍ରୀଡ଼ା ବର୍ଗରେ କ୍ରୀଡ଼ାବିତଙ୍କୁ ୫୬ ଲକ୍ଷ ୯୩ ହାଜର ଟଙ୍କାର ପୁରସ୍କାର ରାଶି ଭୁବନେଶ୍ୱର : ଆଜି ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଜାତୀୟ ତଥା ଅନ୍ତର୍ଜାତୀୟ କ୍ରୀଡ଼ାରେ ପଦକ ହାସଲ କରିଥିବା କ୍ରୀଡ଼ାବିତଙ୍କୁ ଅର୍ଥରାଶି ପୁରସ୍କାରରେ ସମ୍ମାନିତ କରାଯାଇଛି । ଏଥିରେ ୨୬୯…
Read More...

ମାଟ୍ରିକ ପରୀକ୍ଷାର ଖାତା ଦେଖା ଆଜିଠୁ ଆରମ୍ଭ

ଭୁବନେଶ୍ୱର : ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷାର ଖାତା ଦେଖା ଆଜିଠୁ ଆରମ୍ଭ ହୋଇଛି । ରାଜ୍ୟର ୫୫ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା କାର୍ଯ୍ୟରେ ୧୫ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ନିୟୋଜିତ ହୋଇଛନ୍ତି ହୋଇଥିବା ବେଳେ ୧୪ ଦିନ ଧରି ଚାଲିବ ଏହି…
Read More...