Browsing Tag

bhubaneswar news

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ବଢିଲା ସର୍ବନିମ୍ନ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି

ଚାରୋଟି କେଟେଗୋରୀରେ ବୃଦ୍ଧି ୪୫୦, ୫୦୦, ୫୫୦, ୬୦୦ ଭୁବନେଶ୍ୱର : ରାଜ୍ୟ ସରକାର ଆଜି ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି । ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଘୋଷଣା କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ…
Read More...

ଜୟପୁରରେ ସ୍ପୋର୍ଟସ କମ୍ପ୍ଲେକ୍ସ ଓ ବିଭିନ୍ନ ଜିଲ୍ଲାରେ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମର ଶୁଭ ଉଦ୍‌ଘାଟନ କଲେ…

ଜୟପୁରରେ ୧୧ ଏକର ବିଶିଷ୍ଟ ସ୍ପୋର୍ଟସ କମ୍ପ୍ଲେକ୍ସତୃଣମୂଳ ସ୍ତରର କ୍ରୀଡ଼ାକୁ ପ୍ରୋତ୍ସାହନ ପାଇଁ ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମଦକ୍ଷ ଯୁବ ସମାଜ ଗଠନ ପାଇଁ ଆମେ କ୍ରୀଡା ଉପରେ ଅଧିକ ଗୁରୁତ୍ୱ ଦେଉଛୁ, କ୍ରୀଡା କ୍ଷେତ୍ରରେ ଆଜି ସବୁ ରାଜ୍ୟ ଓଡିଶା ମଡେଲକୁ ଅନୁସରଣ…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : କନିଷ୍ଠ ଶିକ୍ଷକଙ୍କୁ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କାର ମାସିକ ପାରିଶ୍ରମିକ

ପିଛିଲା ଭାବେ ୦୧.୦୧.୨୦୨୩ ଠାରୁ ଲାଗୁ ହେବ୫-ଟି ଅଧ୍ୟକ୍ଷ ଭି. କେ. ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ମିଳିଥିଲା ପ୍ରସ୍ତାବ ଭୁବନେଶ୍ୱର : ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ…
Read More...

୫-ଟି ଅଧ୍ୟକ୍ଷଙ୍କୁ ଭେଟିଲେ ପବିତ୍ର ମୋହନ ପ୍ରଧାନଙ୍କ ନାତୁଣୀ

ପବିତ୍ର ମୋହନ ପ୍ରଧାନଙ୍କ ସ୍ମୃତି ରକ୍ଷା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ ଯୋଗୁ ଦେଲେ ଧନ୍ୟବାଦମୁଖ୍ୟମନ୍ତ୍ରୀଙ୍କୁ ଜଣାଇଲେ କୃତଜ୍ଞତା ଭୁବନେଶ୍ଵର : ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ତଥା ପ୍ରଜା ମଣ୍ଡଳ ଆନ୍ଦୋଳନର ପୁରୋଧା ଓଡିଶାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ର ମୋହନ…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ରାଜ୍ୟରେ ଆଉ ୨୨ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଗଲା

ଭଞ୍ଜନଗର ଏନ୍‌ଏସି ମୁନିସିପାଲିଟିକୁ ଉନ୍ନୀତ ହେଲା ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୧୩ଟି ଜିଲ୍ଲାରେ ୨୨ଟି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ଏବଂ ଗଞ୍ଜାମର ଭଞ୍ଜନଗର ଏନ୍‌ଏସିକୁ ମୁନିସିପାଲିଟିକୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି ।…
Read More...

ରାଜ୍ୟର ପ୍ରତି ଭାଗବତ ଟୁଙ୍ଗୀକୁ ମିଳିବ ୫୦ ହଜାର ଟଙ୍କା ଲେଖାଏଁ ସହାୟତା

ଭୁବନେଶ୍ୱର : ଭାଗବତ ଟୁଙ୍ଗୀ ଆମ ଗ୍ରାମ୍ୟ ଜୀବନର ଆଧ୍ୟାତ୍ମିକ, ସାଂସ୍କୃତିକ ଓ ସାମାଜିକ ପ୍ରାଣ କେନ୍ଦ୍ର । ସାରା ଗାଁକୁ ଏକତାର ସୂତ୍ରରେ ବାନ୍ଧି ରଖିଥାଏ ଭାଗବତ ଟୁଙ୍ଗୀ । ଆମ ସଂସ୍କୃତି ଓ ପରମ୍ପରାର ଏହି ମହାନ ପ୍ରତୀକ ଭାଗବତ ଟୁଙ୍ଗୀ ହେଉଛି ଓଡିଆ ଜାତିର ସାଂସ୍କୃତିକ ଅସ୍ମିତାର ଏକ…
Read More...

କଟକ ଜିଲ୍ଲା ସ୍ମାର୍ଟ ଭିଲେଜ୍ କଲରାବାଙ୍କଠାରେ ୧୦୦ ଶଯ୍ୟା ବିଶିଷ୍ଟ କିମ୍ସ ଗ୍ରାମୀଣ ଡାକ୍ତରଖାନା ଲୋକାର୍ପଣ କଲେ…

ନିଜ ଗାଁ ପାଇଁ ନିଜ ଜନ୍ମମାଟି ପାଇଁ କିଛି କରିବା ହେଉଛି ଜୀବନର ଶ୍ରେଷ୍ଠ ସନ୍ତୋଷ, ଆମେ ସମସ୍ତେ ଯଦି ନିଜ ଗାଁ ନିଜ ମାଟି ପାଇଁ ଦାୟିତ୍ୱର ସହ କାମ କରିବା ତେବେ ରୂପାନ୍ତର ଲକ୍ଷ୍ୟ ଖୁବ୍‌ ଶୀଘ୍ର ପୂରଣ ହେବ : ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ…
Read More...

ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଓ ବୈଠକ ଭତ୍ତାରେ ବୃଦ୍ଧି

ଖର୍ଚ୍ଚ ହେବ ଅଧିକ ୧୬୨.୬୮ କୋଟି ଟଙ୍କା ଭୁବନେଶ୍ୱର : ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି । ସୂଚନାଯୋଗ୍ୟ ଯେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି. କେ. ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ…
Read More...

ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ବାର୍ଷିକ ସାମୟିକ ଛୁଟି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି । ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ…
Read More...

୪୬ ଲକ୍ଷ ଚାଷୀଙ୍କୁ ୯୩୩ କୋଟିରୁ ଅଧିକ ଟଙ୍କାର କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ସବୁ ଜିଲ୍ଲାରେ କାଳିଆ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ଚାଷୀଙ୍କୁ ବୈଷୟିକ ସହାୟତା ପ୍ରଦାନ କରିବକାଳିଆ ଯୋଜନାର ଅବଧି ଆଉ ୩ ବର୍ଷ ପାଇଁ ବୃଦ୍ଧି ହେଲା, ରାଜ୍ୟ ସରକାର ଖର୍ଚ୍ଚ କରିବେ ୬୦୩୦ କୋଟି ଟଙ୍କା : ମୁଖ୍ୟମନ୍ତ୍ରୀଙ୍କ ଘୋଷଣା୧୮ ଲକ୍ଷ ଭୂମିହୀନ ଚାଷୀ ପରିବାର ମଧ୍ୟ ଚଳିତ…
Read More...