Browsing Tag

bhubaneswar news

ଗଞ୍ଜେଇ ଜବତ, ମହିଳା ଗିରଫ

ଭୁବନେଶ୍ୱର : ସାଲିଆସାହିରେ ଅବକାରୀ ମୋବାଇଲ ୟୁନିଟ୍‌ ପକ୍ଷରୁ ଆଜି ଚଢ଼ଉ କରାଯାଇ ୮ କିଲୋ ଗଞ୍ଜେଇ ଜବତ କରାଯିବା ସହ ଜଣେ ମହିଳାଙ୍କୁ ଗିରଫ କରାଯାଇଛି । ଗିରଫ ମହିଳା ହେଲେ ବିମଳା ସାହୁ । ସୂଚନା ଅନୁଯାୟୀ, ଆଜି ସକାଳେ ମୋବାଇଲ ୟୁନିଟ୍‌ ପକ୍ଷରୁ ସାଲିଆସାହି ଅଞ୍ଚଳରେ ପେଟ୍ରୋଲିଂ…
Read More...

ରାଜ୍ୟର ୫ଟି ସ୍ଥାନରେ ଇଡିର ରେଡ୍‌

ଭୁବନେଶ୍ୱର : କିଛି ଦିନ ପରେ ପୁଣି ଫେରିଛି ଅର୍ଥତତ୍ୱ ଚିଟ୍‌ଫଣ୍ଡ ଠକେଇ ମାମଲା । ଭୁବନେଶ୍ୱର ସମେତ ରାଜ୍ୟର ୫ଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଚାଲିଛି ଚଢାଉ । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କେଉଁ କେଉଁ ସ୍ଥାନରେ ଏବଂ କାହା କାହା ଘରେ ଚଢାଉ ଚାଲିଛି, ସେନେଇ କିଛି ସ୍ପଷ୍ଟ…
Read More...

ସ୍ତ୍ରୀକୁ ଇଟାରେ ଛେଚି ହତ୍ୟା ଉଦ୍ୟମ

ଭୁବନେଶ୍ୱର : ସ୍ତ୍ରୀକୁ ଇଟାରେ ଛେଚି ହତ୍ୟା ଉଦ୍ୟମ କରିବା ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ମହିଳାଙ୍କ ସ୍ୱାମୀଙ୍କୁ ଗିରଫ କରିଛି । ତାଙ୍କ ନାମ ଟୁଟୁ ପ୍ରଧାନ (୩୫) । ଘର ଡୁମୁଡୁମା ରଘୁନାଥନଗର । ଟୁଟୁ ସବୁବେଳେ ଅଧିକ ଯୌତୁକ ଦାବିକରି ସ୍ତ୍ରୀଙ୍କୁ ନିର୍ଯାତନା ଦେଉଥିଲେ । ଗତକାଲି…
Read More...

ଭୁବନେଶ୍ୱର ଗୋଠପାଟଣାଠାରେ ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଖର୍ଚ୍ଚ ହେବ ୧୦୦ କୋଟି ଟଙ୍କାଆଦିବାସୀ କଳା, ସଂସ୍କୃତି ଓ ବିକାଶର ବିଚାରବିମର୍ଶ, ବୈଠକ, ସମ୍ମିଳନୀ ଓ ପ୍ରଦର୍ଶନ ପାଇଁ ଏହି ଭବନ ଏକ ବହୁମୁଖୀ କେନ୍ଦ୍ର ଭାବେ ପରିଗଣିତ ହେବ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଧାନୀର ଗୋଠପାଟଣାଠାରେ ପ୍ରଥମ ‘ଆଦିବାସୀ ଭବନ’ର ଶିଳାନ୍ୟାସ…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଆଶା କର୍ମୀମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି

ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ବୃଦ୍ଧିଆଶା କର୍ମୀଙ୍କ ମାସିକ ପାରିଶ୍ରମିକ ୪,୫୦୦ ଟଙ୍କାରୁ ୭ ହଜାର ଟଙ୍କାକୁ ବୃଦ୍ଧି,ସେବା ନିବୃତ୍ତି ପ୍ରୋତ୍ସାହନ ରାଶି ପରିମାଣ ୫୦ ହଜାରରୁ ୧ ଲକ୍ଷ ଟଙ୍କାକୁ ବୃଦ୍ଧିଉପକୃତ ହେବେ ୪୯,୫୨୨ ଆଶା କର୍ମୀରାଜ୍ୟ ସରକାର ବର୍ଷକୁ ଖର୍ଚ୍ଚ କରିବେ ୨୦୮ କୋଟି…
Read More...

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୫-ଟି ଉପକ୍ରମରେ ଆରମ୍ଭମେ ପହିଲାରୁ ମିଳିବ ଚିକିତ୍ସା ସୁବିଧାବିଏସ୍‌କେୱାଇ ପରି ମା’ମାନଙ୍କ ପାଇଁ ୧୦ ଲକ୍ଷ,ପରିବାରର ଅନ୍ୟ ସଦସ୍ୟଙ୍କ ପାଇଁ ୫ ଲକ୍ଷ ଟଙ୍କାବିଏସ୍‌କେୱାଇରେ ଏକ କୋଟି ପରିବାର ପାଉଛନ୍ତି ଉବଗ୍ଦଷକ୍ଷରଗ୍ଦଗ୍ଦ ଚିକିତ୍ସା ସୁବିଧା୮୧୬ଟି ପଞ୍ଜିକୃତ ବେସରକାରୀ ହସ୍‌ପିଟାଲରେ…
Read More...

ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ ୧୫,୦୦୦…
Read More...

ଓଡ଼ିଶାର ସ୍ୱନାମଧନ୍ୟ ଶଲ୍ୟ ଚିକିତ୍ସକ ସତ୍ୟବ୍ରତ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶାର ସ୍ୱନାମଧନ୍ୟ ବରିଷ୍ଠ ଶଲ୍ୟ ଚିକିତ୍ସକ ଡ଼ାକ୍ତର ସତ୍ୟବ୍ରତ ମହାପାତ୍ରଙ୍କ ଭୁବନେଶ୍ୱରସ୍ଥିତ ଧର୍ମନଗର ବାସଭବନରେ ରବିବାର ସନ୍ଧ୍ୟାରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା । ସ୍ୱର୍ଗତ ମହାପାତ୍ର ଜଣେ ଛାତ୍ର ନେତା…
Read More...

ନିର୍ମାଣ ଶ୍ରମିକମାନଙ୍କ ପେନ୍‌ସନରେ ବୃଦ୍ଧି

‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ନିର୍ମାଣ ଶ୍ରମିକ ହେବେ ଉପକୃତ୬୦ ବର୍ଷରୁ ଅଧିକ ବୟସର ନିର୍ମାଣ ଶ୍ରମିକ ୫୦୦ ଟଙ୍କା ପରିବର୍ତ୍ତେ ପାଇବେ ୧୦୦୦ ଟଙ୍କା୮୦ ବର୍ଷରୁ ଅଧିକ ହେଲେ, ୭୦୦ ଟଙ୍କା ପରିବର୍ତ୍ତେ ପାଇବେ ୧୨୦୦ ଟଙ୍କାଫେବୃଆରୀ…
Read More...

୫-ଟି ଅଧ୍ୟକ୍ଷଙ୍କୁ ଭେଟିଲେ ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୪ଟି ବିଭିନ୍ନ ସଂଗଠନର…

ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିବା ସହିତ ୫-ଟି ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଲେମୁଖ୍ୟମନ୍ତ୍ରୀଙ୍କ ନୂଆ ଓଡିଶା ଗଠନ ପାଇଁ ସମସ୍ତେ ଏକଜୁଟ ହୋଇ କାମ କରିବାକୁ ପରାମର୍ଶ ଦେଲେ ୫-ଟି ଅଧ୍ୟକ୍ଷ ଭୁବନେଶ୍ୱର : ରାଜ୍ୟର ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞାପିତ ଅଞ୍ଚଳ…
Read More...