Browsing Tag

bhubaneswar news

ସ୍ୱାସ୍ଥ୍ୟ ଶିକ୍ଷା ଓ ସେବା କ୍ଷେତ୍ରରେ ଯୋଡି ହେଲା ଆଉ ଏକ ଉଜ୍ଜ୍ୱଳ ଫର୍ଦ୍ଦ

୫ଟି ମେଡିକାଲ କଲେଜର ଟିଚିଂ ହସ୍‌ପିଟାଲର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ୪ଟି ମେଡିକାଲ କଲେଜର ରୂପାନ୍ତରଣ ପାଇଁ ଭିତ୍ତିପ୍ରସ୍ତର ଦେଲେବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍‌ପିଟାଲ,ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜରେ ୬୫୦ ଶଯ୍ୟା ବିଶିଷ୍ଟ…
Read More...

ସାମୟିକ କଳା ଓ କ୍ରୀଡା ଶିକ୍ଷକଙ୍କ ପାରିଶ୍ରମିକ ୧୦ ହଜାର ଟଙ୍କାକୁ ବୃଦ୍ଧି

ଶିକ୍ଷୟତ୍ରୀଙ୍କୁ ମିଳିବ ମାତୃତ୍ୱ ଛୁଟି ଭୁବନେଶ୍ୱର : ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ସାତ ହଜାର ଟଙ୍କାରୁ ଦଶ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏଣିକି ସେମାନଙ୍କ ମାସିକ…
Read More...

୫-ଟି ଉପକ୍ରମରେ ନିର୍ମିତ ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ବାବା ସାହେବଙ୍କ ପ୍ରତି ଓଡିଶାବାସୀଙ୍କ ଶ୍ରଦ୍ଧାଞ୍ଜଳିବାବା ସାହେବଙ୍କ ଅବଦାନ ସମ୍ପର୍କରେ ସଚେତନ କରିବା ପାଇଁ ତାଙ୍କ ଜୀବନ ଓ ଆଦର୍ଶ ଉପରେ ଆଧାରିତ ସ୍ୱତନ୍ତ୍ର ଗ୍ୟାଲେରୀ ସ୍ଥାନୀତଏୟାରପୋର୍ଟ ଭଳି ମିଳିବ ସୁବିଧା ସୁଯୋଗ୫-ଟି ଅଧ୍ୟକ୍ଷ ଭି. କେ.…
Read More...

ଓଟିଇଟି ପାସ୍‌ କରିଥିବା ଗଣଶିକ୍ଷକମାନେ ହେବେ ଏକ୍‌ସ କ୍ୟାଡର ସହକାରୀ ଶିକ୍ଷକ

ଓଟିଇଟି ପାସ୍‌ କରି ନ ଥିବା ଗଣଶିକ୍ଷକମାନଙ୍କ ପାରିଶ୍ରମିକରେ ବୃଦ୍ଧିଓଟିଇଟି ପାସ୍‌ କରିଥିବା ଏକ୍‌ସ କ୍ୟାଡ଼ର ସହକାରୀ ଶିକ୍ଷକମାନେ ପାଇବେ ବାର୍ଷିକ ଇନ୍‌କ୍ରିମେଣ୍ଟଉପକୃତ ହେବେ ୧୨ ହଜାର ୧୧୩ ଗଣଶିକ୍ଷକ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲଗସ୍ତ ସମୟରେ ମିଳିଥିଲା ପ୍ରସ୍ତାବ ଭୁବନେଶ୍ୱର :…
Read More...

ସହର ବିକାଶରେ ନୂଆ ମାଇଲଷ୍ଟୋନ, ବିଭିନ୍ନ ସହରରେ ବିକାଶମୂଳକ ପ୍ରକଳ୍ପର ଲୋକାର୍ପଣ, ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର

ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ୫-ଟି ଉପକ୍ରମରେ ହେଉଥିବା ଏହି ସବୁ ବିକାଶ କାର୍ଯ୍ୟକ୍ରମ ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିଛିଜାଗା ମିଶନ ସହରର ଗରୀବ ଲୋକଙ୍କୁ ସଶକ୍ତ କରିଛି,ଡ୍ରିଙ୍କ୍‌ ଫ୍ରମ୍‌ ଟେପ୍‌ ଆମର ସାଧାରଣ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ବିଶ୍ୱ ସ୍ତରୀୟ…
Read More...

ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନ ଭଣ୍ଡାର ମୂଲ୍ୟବାନ ବସ୍ତୁ ଓ ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ କମିଟି ଗଠନ କଲେ…

ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତ ଅଧ୍ୟକ୍ଷପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା ଉପାଧ୍ୟକ୍ଷ ଭୁବନେଶ୍ୱର : ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନ ଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,…
Read More...

ଜିଲ୍ଲା ବିଜ୍ଞାନ କେନ୍ଦ୍ର ତଥା ପ୍ଲାନେଟୋରିୟମ ଉଦ୍‌ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ

୫-ଟି ଉପକ୍ରମରେ ନିର୍ମିତ ପ୍ରତ୍ୟେକ ବିଜ୍ଞାନ କେନ୍ଦ୍ର ପାଇଁ ୬.୫ କୋଟି ଟଙ୍କା,ପ୍ଲାନେଟୋରିୟମ ପାଇଁ ୧୫ କୋଟି ଟଙ୍କାବିଜ୍ଞାନ ବିନା ବିକାଶ ଅସମ୍ପୂର୍ଣ୍ଣମୁଁ ଚାହେଁ ମୋ ରାଜ୍ୟର ପିଲାମାନେ ବିଜ୍ଞାନ ଓ ବୈଷୟିକ ଜ୍ଞାନକୌଶଳ କ୍ଷେତ୍ରରେ ଆଗରେ ରୁହନ୍ତୁ : ମୁଖ୍ୟମନ୍ତ୍ରୀମୁଖ୍ୟମନ୍ତ୍ରୀ…
Read More...

ରାଜ୍ୟସ୍ତରୀୟ ଚୁଲିମୁଣ୍ଡ ଲୋକଗଳ୍ପ ମହୋତ୍ସବ

ଭୁବନେଶ୍ୱର, (ସସ୍ମିତା ପ୍ରଧାନ) : କୈବଲ୍ୟ ସାହିତ୍ୟ ସଂସଦ ତରଫରୁ ରାଜ୍ୟସ୍ତରୀୟ ଚୁଲିମୁଣ୍ଡ ଲୋକଗଳ୍ପ ମହୋତ୍ସବ ବୁଦ୍ଧ ମନ୍ଦିର ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅନୁଷ୍ଠାନର ପ୍ରତିଷ୍ଠାତା ଡକ୍ଟର ସଂଗ୍ରାମ କେଶରୀ ସାମନ୍ତରାୟ ସଭାପତିତ୍ୱ କରିଥିଲେ । ରାଜ୍ୟସ୍ତରୀୟ ଲୋକ ଗଳ୍ପ…
Read More...

ମିଶନ ଶକ୍ତି ମା’ମାନଙ୍କ ପାଇଁ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ

ମିଳିବ ୟୁନିଫର୍ମ ଓ ବ୍ଲେଜରଫେଡେରେସନ ଲିଡର ଓ କମ୍ୟୁନିଟି ସପୋର୍ଟ ଷ୍ଟାଫ ପାଇଁ ଖୁବ୍‌ ଶୀଘ୍ର ଖୁସି ଖବରଆସନ୍ତା ୫ ବର୍ଷ ମଧ୍ୟରେ ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଓ Retail Outlet ଖୋଲାଯିବଆସନ୍ତା ୫ ବର୍ଷ ମଧ୍ୟରେ ୭୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ମା’ମାନଙ୍କୁ ଯୋଗାଇ…
Read More...

ବରମୁଣ୍ଡା ଆମ୍ବେଦକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ

ନିଯୁକ୍ତି ପାଇବେ ୮୯ ପୋଲିସ୍‌ କର୍ମଚାରୀଦୈନିକ ୩୫ରୁ ୪୫ ହଜାର ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଦେଖି ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି୫-ଟି ଅଧ୍ୟକ୍ଷଙ୍କ କ୍ଷେତ୍ର ସମୀକ୍ଷା ବେଳେ ଏ ସମ୍ପର୍କରେ ହୋଇଥିଲା ଆଲୋଚନାଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ନେଲେ ନିଷ୍ପତ୍ତି ଭୁବନେଶ୍ୱର : ନିକଟରେ…
Read More...