Browsing Tag

bhubaneswar news

ରାଜ୍ୟରେ ଆହୁରି ୩ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଆହୁରି ତିନି ଦିନ ବର୍ଷା ସମ୍ଭାବନା । ୨୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ସେହିପରି ୨୮ ତାରିଖ ପର୍ଯ୍ୟନ୍ତ ପାଗ…
Read More...

ସୁବର୍ଣ୍ଣପୁରର ବୀରମହାରାଜପୁରକୁ ଏନ୍‌ଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜାପୁରରେ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ବିଷୟ ଘୋଷଣା କରିଥିଲେ । ବୀରମହାରାଜପୁର ଏଥିରେ ସାମିଲ…
Read More...

ରାଜ୍ୟରେ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୫ ପୌର ପରିଷଦ ଗଠନ ପାଇଁ ନିଷ୍ପତ୍ତି

ଭୁବନେଶ୍ୱର : ରାଜ୍ୟରେ ୩୪ ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଗଠନ ନିଷ୍ପତ୍ତି ନେଇଛନ୍ତି ସରକାର । ଏଣେ ୫ ବିଜ୍ଞାପିତ ଅଞ୍ଚଳ ପରିଷଦକୁ ପୌର ପରିଷଦ (ମ୍ୟୁନିସିପାଲିଟି) ଭାବେ ମଧ୍ୟ ଉନ୍ନୀତ କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ଏହି ନୂତନ ପୌର ପରିଷଦ ହେଲା ବୌଦ୍ଧଗଡ଼, କରଞ୍ଜିଆ,…
Read More...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ରାଜ୍ୟର ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଗଲା

ପାଞ୍ଚଟି ଏନ୍‌ଏସି ଯଥା ବୌଦ୍ଧଗଡ଼, ଆସ୍କା, ଛତ୍ରପୁର, କରଞ୍ଜିଆ ଓ କଣ୍ଟାବାଞ୍ଜି ମୁନିସିପାଲିଟିକୁ ଉନ୍ନୀତ ହେଲା ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚଟି ଏନ୍‌ଏସିକୁ…
Read More...

ରାଜଧାନୀରେ ଆପାର୍ଟମେଣ୍ଟ ସିରିଜ୍‌ ଲୁଟ୍‌ ଘଟଣା

ଭୁବନେଶ୍ୱର : ରାଜଧାନୀରେ ବିଭିନ୍ନ ଆପର୍ଟମେଣ୍ଟରେ ଗତ କିଛି ଦିନ ଧରି ସିରିଜ୍‌ ଲୁଟ୍‌ ଚାଲିଛି । ଯାହାକୁ ନେଉ ଉଭୟ ପୋଲିସ ଏବଂ ଜନସାଧାରଣ ପୁରା ଟେନ୍‌ସନ୍‌ । ତେବେ ଏହି ପରିସ୍ଥିତିର କିପରି ମୁକାବିଲା କରାଯିବ । ସେନେଇ ପୋଲିସ କମିଶନର ସଞ୍ଜୀବ ପଣ୍ଡାଙ୍କ ଅଧ୍ୟକ୍ଷତାରେ ବସିଛି…
Read More...

ସ୍ଵାବଲମ୍ବୀ କାରିଗର ମାନଙ୍କ ପ୍ରାପ୍ୟ ବୃଦ୍ଧି : ପାରିଶ୍ରମିକ ୪,୦୦୦ ଟଙ୍କାରୁ ୬,୫୦୦ ଟଙ୍କାକୁ ବୃଦ୍ଧି

୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ମିଳିଥିଲା ପ୍ରସ୍ତାବ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତ ମାନଙ୍କରେ କାମ କରୁଥିବା ସ୍ୱାବଲମ୍ବୀ କାରିଗର ମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି । ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା…
Read More...

ଭାଙ୍ଗ ଓ ଗଞ୍ଜେଇ ଜବତ : ୪ ବେପାରୀ ଗିରଫ

ଭୁବନେଶ୍ୱର : ରାଜଧାନୀରୁ ପୁଣି ଭାଙ୍ଗ ଓ ଗଞ୍ଜେଇ ଜବତ । ୫ କ୍ୱିଣ୍ଟାଲ ଭାଙ୍ଗ ସହିତ ୩୦ କେଜି ଗଞ୍ଜେଇ ଜବତ କଲା ଅବକାରୀ ବିଭାଗ । ଭାଙ୍ଗ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୪ ଜଣ ଗିରଫ । ଚାରି ବେପାରୀଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି ଅବକାରୀ ବିଭାଗ ।
Read More...

ରାଜ୍ୟ କ୍ୟାବିନେଟର ୭୪ତମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ୭୪ତମ ବୈଠକ ଲୋକ ସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ସଂପର୍କରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମନ୍ତ୍ରୀ ସୁଦାମ…
Read More...

ନିଯୁକ୍ତି ପର୍ବ : ୩୬୮ ହିନ୍ଦି, ୨୦୮ ସଂସ୍କୃତ ଶିକ୍ଷକ ନିଯୁକ୍ତ

ଶିକ୍ଷା ହିଁ ଗୋଟିଏ ଜାତିର ଚେତନାରେ ପରିବର୍ତ୍ତନ ଆଣିଥାଏ୫-ଟି ସ୍କୁଲ ରୂପାନ୍ତର ଯୋଗୁ ଶିକ୍ଷାର ଗୁଣାତ୍ମକ ମାନରେ ଉନ୍ନତି ଆସିଛିନିଜର ଜ୍ଞାନ ଓ ମୂଲ୍ୟବୋଧ ଦ୍ୱାରା ପିଲାଙ୍କ ପାଇଁ ଆଦର୍ଶ ସୃଷ୍ଟି କରନ୍ତୁ : ଶିକ୍ଷକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଭୁବନେଶ୍ୱର : ଆଜି ରାଜ୍ୟର…
Read More...

ଡାକ୍ତରଙ୍କ କାର୍ ଓ ବାଇକ୍ ପୋଡ଼ି ଅଭିଯୁକ୍ତ ପୂର୍ବତନ ଡ୍ରାଇଭର ଥାନାରେ ଅଟକ

ଭୁବନେଶ୍ୱର : ଡାକ୍ତରଙ୍କ କାର୍ ଓ ବାଇକ୍ ପୋଡ଼ିଦେଲେ ଦୁର୍ବୃତ୍ତ । ଭୁବନେଶ୍ୱର ଜାଗମରା ସ୍ଥିତ କ୍ରିଷ୍ଣା ଗାର୍ଡେନ୍‌ ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସିସିଟିଭି ଫୁଟେଜ୍ ଆଧାରରେ ଧରାପଡିଲା ଅଭିଯୁକ୍ତ । ସୂଚନାଯୋଗ୍ୟ ଯେ, ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱର ଜାଗମରା ସ୍ଥିତ…
Read More...