ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ
ଭୁବନେଶ୍ୱର : ଆଜି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ତେବେ ୬ ଘଣ୍ଟା ଭିତରେ ସେ ୩ଟି ଜିଲ୍ଲାରେ ହେବାକୁ ଥିବା ବଡ଼ ସଭାରେ ଯୋଗଦେବେ ବୋଲି ବିଜେପି ସୂତ୍ରରୁ ସୂଚନା ମିଳିଛି । ରାଜନାଥ ପ୍ରଥମେ ନବରଙ୍ଗପୁର ଆସିବେ । ଦିନ ୧୦ଟା ୫୦ରେ ଛତିଶଗଡ଼ ବସ୍ତର!-->…
Read More...
Read More...