Browsing Tag

bhubaneswar news

‘ଆମ ହସ୍ପିଟାଲ’ ଲୋକାର୍ପିତ : ୧୫ଟି ଜିଲ୍ଲାରେ ୭୩ଟି ଆମ ହସ୍ପିଟାଲ, ପାଞ୍ଚଟି ଉପଖଣ୍ଡ ଡାଏଲେସିସ୍‌ ସେଣ୍ଟର ଉଦ୍‌ଘାଟିତ

ଲୋକମତକୁ ମିଳିଛି ସମ୍ମାନ, ୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତରୁ ମିଳିଥିବା ପ୍ରସ୍ତାବ ଓ ‘ମୋ ସରକାର’ ଜନମତ ସଂଗ୍ରହ ଭିତ୍ତିରେ ‘ଆମ ହସ୍ପିଟାଲ’ ଆରମ୍ଭ ହୋଇଛିସ୍ୱାସ୍ଥ୍ୟସେବା କ୍ଷେତ୍ରରେ ରୂପାନ୍ତରର ଚିତ୍ରକୁ ‘ଆମ ହସ୍ପିଟାଲ’ ଆହୁରି ଉଜ୍ଜ୍ୱଳ କରିବ, ରାଜ୍ୟରେ ଏକ ନୂଆ ଯୁଗ ଆରମ୍ଭ…
Read More...

କୃଷକ ସାଥିଙ୍କ ଆବଶ୍ୟକୀୟ ଖର୍ଚ୍ଚ ପରିମାଣ ବାର୍ଷିକ ୧୨ ହଜାରୁ ୧୮ ହଜାରକୁ ବୃଦ୍ଧି

ପିଛିଲା ଭାବେ ଅକ୍ଟୋବର ୨୦୨୩ରୁ ଲାଗୁ ହେବଉପକୃତ ହେବେ ୧୩,୬୦୦ କୃଷକ ସାଥି ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ…
Read More...

ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ଚୌଦ୍ୱାରରେ ଶିଳାନ୍ୟାସ କଲେ…

୩୦୦୦ କୋଟି ଟଙ୍କା ପୁଞ୍ଜିନିବେଶ, ୧୦ ହଜାର ନିଯୁକ୍ତି ସୁଯୋଗଦକ୍ଷିଣ ଓ ପଶ୍ଚିମ ଓଡିଶାର କପା ଚାଷୀମାନେ ହେବେ ଉପକୃତମହିଳାମାନଙ୍କ ଦକ୍ଷତା ବିକାଶ, ନିଯୁକ୍ତି ପାଇଁ ବିପୁଳ ସୁଯୋଗଏକ ଶିଳ୍ପ ସମୃଦ୍ଧ ରାଜ୍ୟ ଭାବେ ଓଡିଶା ସାରା ପୃଥିବୀରେ ସୁନାମ କରିବଚୌଦ୍ୱାରରେ ଏହି ଶିଳ୍ପ ପୁଞ୍ଜିନିବେଶ ଓ…
Read More...

ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ…

୫-ଟି ଉପକ୍ରମରେ ଚାଲିଛି ଲକ୍ଷ୍ମୀ ବସ୍‌, ଫେବୃଆରୀ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ଚାଲିବ୬ଟି ଜିଲ୍ଲାର ୧୩୬୩ଟି ପଞ୍ଚାୟତରେ ୧୯୮ଟି ବସ୍‌, ୭୫ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେଖୋର୍ଦ୍ଧାର ୧୫୪ଟି ପଞ୍ଚାୟତରେ ୨୨ଟି ବସ୍‌, ୧୫.୫୦ଲକ୍ଷ ଲୋକ ଉପକୃତପୁରୀର ୪୩୩ଟି ପଞ୍ଚାୟତରେ ୪୪ଟି ବସ୍‌, ୧୪…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପାରାଦୀପରେ ବିଶ୍ୱର ଅନ୍ୟତମ ବୃହତ ଷ୍ଟିଲ କାରଖାନାର ଶିଳାନ୍ୟାସ

୩୫,୦୦୦ ନିଯୁକ୍ତି ସୁଯୋଗ, ଏହି ଶିଳ୍ପାନୁଷ୍ଠାନ ଦ୍ୱାରା ଅଞ୍ଚଳର ସବୁ ପରିବାର ଉପକାର ପାଇବେ,୫ଟି ଉପକ୍ରମରେ ଓଡିଶାର ବିକାଶ ଧାରା ଆହୁରି ଉଜ୍ଜ୍ୱଳ ହୋଇଛି,ପାରାଦୀପ ସାରା ପୂର୍ବ ଭାରତରେ ଏକ ପ୍ରମୁଖ ପୁଞ୍ଜି ନିବେଶ ସ୍ଥଳୀ - ମୁଖ୍ୟମନ୍ତ୍ରୀଜେଏସ୍‌ଡବ୍ଲୁ ଦ୍ୱାରା ବର୍ଷକୁ ୧୩.୨ ମିଲିଅନ ଟନ୍…
Read More...

୨ ବାଘ ଛାଲ ସହ ଜଣେ ଗିରଫ

ଭୁବନେଶ୍ଵର : ବାଘ ଛାଲ ଡିଲ୍ ଚାଲିଥିବା ବେଳେ ମାଡ଼ିବସିଲା ଏସଟିଏଫ୍ । ସମ୍ବଲପୁର ବାମରାରୁ ୨ ବାଘ ଛାଲ ଜବତ ହେବା ସହ ଜଣେ ଅଭିଯୁକ୍ତଙ୍କୁ ଏସଟିଏଫ୍ ଗିରଫ କରିଛି । ଖବର ଅନୁଯାୟୀ, କୁଚିଣ୍ଡା-ବଣେଇଗଡ଼ ରାସ୍ତା ନିକଟରେ ବାଘଛାଲ ଡିଲ୍ ଚାଲିଥିବା ବେଳେ ଖବର ପାଇ ଏସଟିଏଫ୍ ଚଢାଉ କରିଥିଲା । ଏହି…
Read More...

ଖଣ୍ଡଗିରି କୁମ୍ଭ ମେଳା ଆରମ୍ଭ

ଭୁବନେଶ୍ୱର : ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା ଆସନ୍ତାକାଲି ଠାରୁ ଆରମ୍ଭ ହେବ । ମେଳା ପାଇଁ ସମଗ୍ର ଖଣ୍ଡଗିରି ଅଞ୍ଚଳ ଉତ୍ସବମୁଖର ହୋଇପଡ଼ିଛି । ଏଠାରେ ବିଶ୍ୱଶାନ୍ତି ମହାଯଜ୍ଞ ମଧ୍ୟ ଆରମ୍ଭ ହେବ । ପ୍ରାୟ ୨୦ ଦିନ ଧରି ଏଠାରେ ଦୋକାନ ବଜାର ଲାଗି ରହିବ ।
Read More...

‘ଆମ ବସ୍‌ଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସ୍‌ଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଯୋଗାଯୋଗ ହେଉଛି ବିକାଶର ଆଧାର, ଆମ ଅର୍ଥନୀତିର ମୁଖ୍ୟ ଶକ୍ତି, ସାଧାରଣ ପରିବହନ ବ୍ୟବସ୍ଥାକୁ ବହୁଳ ଭାବେ ବ୍ୟବହାର କରିବା ପାଇଁ ବ୍ୟାପକ ସଚେତନତା ଆବଶ୍ୟକ : ମୁଖ୍ୟମନ୍ତ୍ରୀସହରର ପରିଚୟ ସୃଷ୍ଟି କରିବାରେ ବସ୍‌ଷ୍ଟାଣ୍ଡର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥାଏ, ବସ୍‌ ଷ୍ଟାଣ୍ଡ ଗୁଡିକ…
Read More...

ଶୁକ୍ରବାରଠୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର : ଆସନ୍ତାକାଲିଠାରୁ ଆରମ୍ଭ ହେବ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଯୁକ୍ତ ଦୁଇ ପରୀକ୍ଷା । କଳା, ବାଣିଜ୍ୟ, ବିଜ୍ଞାନ ସହ ଧନ୍ଦାମୂଳକ ପାଠ୍ୟକ୍ରମରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଫେବ୍ରୁଆରୀ ୧୬ରୁ ମାର୍ଚ୍ଚ ୨୦ ଯାଏ ଚାଲିବ ପରୀକ୍ଷା । ମୋଟ୍ ୧୯ଟି ସିଟିଂରେ ପରୀକ୍ଷା ହେବ ।…
Read More...

ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ ଆର୍‌ଟିଓ ବସନ୍ତ କୁମାର ମହାପାତ୍ର

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ଆର୍‌ଟିଓ । ବୌଦ୍ଧ ଆର୍‌ଟିଓ ବସନ୍ତ କୁମାର ମହାପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ଚଢାଉ । ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ ଆର୍‌ଟିଓ ବସନ୍ତ…
Read More...