Browsing Tag

bhubaneswar news

କଳାକାରମାନଙ୍କ ସହାୟତା ରାଶିରେ ବୃଦ୍ଧି

କଳାକାରମାନେ ପାଇବେ ମାସକୁ ୨୦୦୦ ଟଙ୍କା ସହାୟତା, ୮୦ ବର୍ଷରୁ ଅଧିକ ହୋଇଥିଲେ ମାସକୁ ୨୫୦୦ଉପକୃତ ହେବେ ୮୦ ହଜାର କଳାକାରଚଳିତ ଫେବୃଆରୀ ୨୦ରୁ ୨୫ ତାରିଖ ମଧ୍ୟରେ ମିଳିବ ବର୍ଦ୍ଧିତ ସହାୟତା୫-ଟି ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ ଆସିଥିଲା ଅନୁରୋଧ ଓ ପ୍ରସ୍ତାବ ଭୁବନେଶ୍ଵର : ଆମର…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଗଞ୍ଜାମ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର…

ଜଳସେଚନ, ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ, ରାସ୍ତା ଓ ସେତୁ ଏବଂ ଅନ୍ୟାନ୍ୟ ଭିତ୍ତିଭୂମି, ସ୍ୱାସ୍ଥ୍ୟ ଭିତ୍ତିଭୂମି ଏବଂ ବିଦ୍ୟୁତ ଶକ୍ତି ଯୋଗାଣ କ୍ଷେତ୍ରରେ ୩୯୫୨ କୋଟି ଟଙ୍କାର ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନଗୋପାଳପୁରରେ ୨୭ ହଜାର କୋଟି ଟଙ୍କା ବିନିଯୋଗରେ ରାଜ୍ୟରେ ବୃହତ୍‌…
Read More...

କଳାହାଣ୍ଡି ଜିଲ୍ଲାର ସାନ୍ଦୁଲ ବ୍ୟାରେଜ, ଅନୁଗୋଳ ଜିଲ୍ଲାର ମନଯୋର ଜଳସେଚନ ପ୍ରକଳ୍ପ ଏବଂ ରେଙ୍ଗାଲି ଡ୍ୟାମ ଓ ସମଲ…

ସାନ୍ଦୁଲ ବ୍ୟାରେଜ ଭୂତଳ ପାଇପଲାଇନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପିତପ୍ରକଳ୍ପ ଗୁଡିକ ମାଧ୍ୟମରେ କଳାହାଣ୍ଡି, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାର ଚାଷ ଜମିକୁ ଜଳସେଚନ ସୁବିଧା ଉପଲବ୍ଧ୩୨ ହଜାର ଏକରରୁ ଅଧିକ ଜମିକୁ ପାଣି ମିଳିବ୫-ଟି ଉପକ୍ରମରେ ଆରମ୍ଭ ହୋଇଥିବା ସାନ୍ଦୁଲ ବ୍ୟାରେଜ କାମ…
Read More...

ଖୋର୍ଦ୍ଧା ରୋଡ଼-ବଲାଙ୍ଗିର ରେଳ ଲାଇନ ପ୍ରକଳ୍ପ : ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ସୋନପୁର-ବୌଦ୍ଧ ରେଳ ସେକ୍ସନ…

ଖୋର୍ଦ୍ଧା ରୋଡ଼-ବଲାଙ୍ଗିର ରେଳ ଲାଇନ ପ୍ରକଳ୍ପର ଅଗ୍ରଗତିର ସମୀକ୍ଷା କରି ଧାର୍ଯ୍ୟ ସମୟ ମଧ୍ୟରେ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶସୋନପୁର-ପୁରୁଣାକଟକ ରେଳ ସେକ୍ସନ ଖୁବ ଶୀଘ୍ର ଶେଷ ହେବ ବୋଲି ଆଶା କରାଯାଉଛି ଭୁବନେଶ୍ୱର : ପୂର୍ବତଟ ରେଳପଥ (ଇକୋଆର୍‌)ର…
Read More...

ମମତା ଯୋଜନା ସହାୟତା ରାଶି ୨ଗୁଣ ହେଲା : ୫,୦୦୦ରୁ ୧୦,୦୦୦ ଟଙ୍କା ବଢିଲା

୨ଟି କିସ୍ତିରେ ୬,୦୦୦ ଏବଂ ୪,୦୦୦ ଟଙ୍କା ହିତାଧିକାରୀ ପାଇବେଅଗଷ୍ଟ ୨୦୨୩ରୁ ସମସ୍ତ ଯୋଗ୍ୟ ହିତାଧିକାରୀ ଏହି ବର୍ଦ୍ଧିତ ରାଶି ପାଇବେବକେୟା ରାଶି ଫେବୃଆରୀ ୨୦ରୁ ୨୫ ତାରିଖ ମଧ୍ୟରେ ମିଳିବ ଭୁବନେଶ୍ୱର : ମମତା ଯୋଜନା ସହାୟତା ରାଶି ୨ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
Read More...

୫-ଟି ସ୍କୁଲ ରୂପାନ୍ତରଣର ୪ର୍ଥ ପର୍ଯ୍ୟାୟର ଅନ୍ତିମ ଦିନରେ ଯାଜପୁର ଜିଲ୍ଲାର ୮୭ଟି ସ୍କୁଲ ଲୋକାର୍ପିତ

୪ଟି ପର୍ଯ୍ୟାୟରେ ସମୁଦାୟ ୮୬୮୧ଟି ସ୍କୁଲର ଲୋକାର୍ପଣଶିକ୍ଷାରେ ଟେକ୍ନୋଲୋଜିର ପ୍ରୟୋଗ ପିଲାଙ୍କୁ ଯୁଗୋପଯୋଗୀ କରିପାରିଛି,ରୂପାନ୍ତରିତ ସ୍କୁଲର ପିଲା ଜୀବନର ସବୁ କ୍ଷେତ୍ରରେ ସଫଳ ହେବେ : ମୁଖ୍ୟମନ୍ତ୍ରୀ୫-ଟି ସ୍କୁଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ବଡ ବଡ ସ୍ୱପ୍ନ ଦେଖିବା ପାଇଁ…
Read More...

ରାଜ୍ୟ କ୍ୟାବିନେଟ ନିଷ୍ପତ୍ତି : ଯୁବ ସମାଜ ପାଇଁ ନୂଆ ସ୍କିମ ‘ସ୍ୱୟମ’ – ସ୍ୱତନ୍ତ୍ର ଯୁବ ଉଦ୍ୟମୀ

ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଯୁବକ ଯୁବତୀମାନଙ୍କ ପାଇଁ ବ୍ୟବସାୟରେ ବିପୁଳ ସୁଯୋଗବ୍ୟବସାୟ ପାଇଁ ୧୮ରୁ ୩୫ ବର୍ଷ ବୟସ୍କ ଯୁବକ ଯୁବତୀମାନଙ୍କୁ ମିଳିବ ବିନା ସୁଧରେ ୧ ଲକ୍ଷ ପର୍ଯ୍ୟନ୍ତ ଋଣରାଜ୍ୟ ସରକାର ଖର୍ଚ୍ଚ କରିବେ ୪୪୮ କୋଟି ଟଙ୍କା, ପ୍ରଥମ ପର୍ଯ୍ୟାୟରେ ସାମିଲ ହେବେ ୧ ଲକ୍ଷ ଯୁବକ…
Read More...

ବଲାଙ୍ଗିର, ବରଗଡ, ଭଦ୍ରକ, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

୫-ଟି ଉପକ୍ରମରେ ଚାଲିଛି ଲକ୍ଷ୍ମୀ ବସ୍‌, ଫେବୃଆରୀ ସୁଦ୍ଧା ରାଜ୍ୟର ସବୁ ଜିଲ୍ଲାରେ ଚାଲିବ୫ଟି ଜିଲ୍ଲାର ୧୩୪୦ଟି ପଞ୍ଚାୟତରେ ୩୦୧ଟି ବସ୍‌, ୮୩ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେବଲାଙ୍ଗିରର ୩୧୩ଟି ପଞ୍ଚାୟତରେ ୪୪ଟି ବସ୍‌, ୧୬.୫୦ ଲକ୍ଷ ଲୋକ ଉପକୃତବରଗଡ଼ର ୨୪୩ଟି ପଞ୍ଚାୟତରେ ୬୦ଟି ବସ୍‌, ୧୪…
Read More...

କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ସଡକ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର : କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ…
Read More...

୫ ଜିଲ୍ଲାକୁ ଗଡ଼ିବ ‘ଲକ୍ଷ୍ମୀ’ ବସ୍‌

ଭୁବନେଶ୍ୱର : ଲକ୍ଷ୍ମୀ ଯୋଜନାରେ ସୋମବାର ଦିନ ଆଉ ୫ଜିଲ୍ଲାକୁ ଗଡିବ ବସ୍‌ । ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋମବାର ଦିନ ମୟୁରଭଞ୍ଜ, ବଲାଙ୍ଗିର, ବରଗଡ଼, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ସେବାର ଆରମ୍ଭ ହେବ । ମୋଟ ୪୨୫ଟି ବସ୍‌ର ଲୋକାର୍ପଣ…
Read More...