Browsing Tag

bhubanewsar news

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୫୭କୁ ବୃଦ୍ଧି ପାଇଛି । ମୃତକଙ୍କ ଖୋର୍ଦ୍ଧା ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୮୨ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ
Read More...

ଗତ ୨୪ ଘଂଟାରେ ୫୨୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୫୨୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୬୫ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୩୧୪ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୦୪ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ରାଜ୍ୟରେ କୋଭିଡ଼ ସଂକ୍ରମଣ ସ୍ଥିତି : ୧୫୫୮ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୫୫୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୧୬୭୧୫କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୦୪ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୬୫୪ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା
Read More...

ଉଚ୍ଚଶିକ୍ଷା ବିଭାଗ କାର୍ଯ୍ୟନିର୍ବାହୀ ସଦସ୍ୟ ଭାବେ ୨ ଜଣଙ୍କୁ ନିଯୁକ୍ତି ଦେଲା

ଭୁବନେଶ୍ୱର : ୨ ଜଣଙ୍କୁ କାର୍ୟ୍ୟନିର୍ବାହୀ ସଦସ୍ୟ ଭାବେ ନିଯୁକ୍ତି ପ୍ରଦାନ କରିଛି ଉଚ୍ଚଶିକ୍ଷା ବିଭାଗ । ଡକ୍ଟର ଅତନୁ ପତି ଓ ଡକ୍ଟର ସୁସ୍ମିତ ପ୍ରସାଦ ପାଣିଙ୍କୁ କାର୍ୟ୍ୟନିର୍ବାହୀ ସଦସ୍ୟ ଭାବେ ନିଯୁକ୍ତ କରାଯାଇଛି । ଏମାନେ ନିଯୁକ୍ତି ତାରିଖ ଠାରୁ ୬ ବର୍ଷ ଯାଏଁ ଅଥବା ୭୦ ବର୍ଷ ବୟସ
Read More...

ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ଆସନ୍ତା କାଲି ବନ୍ଦ ରହିବ

ଭୁବନେଶ୍ୱର, (ସୁଶା‌ନ୍ତ ସାହୁ) : ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ଆସନ୍ତା କାଲି ଉଚ୍ଚ ଶିକ୍ଷା ବିଭାଗ ଅଧିନରେ ଥିବା ରାଜ୍ୟର ସମସ୍ତ ସ୍କୁଲ, କଲେଜ ଓ ବି‌ଶ୍ୱବିଦ୍ୟାଳୟ ବନ୍ଦ ରହିବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ସୂଚନା ପ୍ରଦାନ କରାଯାଇଛି । ଅନ୍ୟପଟେ ଚଳିତ ମାସ ୨୮ ଏବଂ ୨୯
Read More...

ଆଜି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୦

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୧୦୦୮ ରହିଛି । ଆଜି ୧୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯୯ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୭୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ
Read More...

ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର ବିଭିନ୍ନ ପ୍ରକଳ୍ପର…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ । ସୂଚନା ଓ ଲୋକ ସ‌ମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି
Read More...

ଅନ୍ତର୍ଜାତୀୟ ମାତୃଭାଷା ଦିବସରେ ଟ୍ୱିଟ ଯୋଗେ ଅଭିନ‌ନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ଅନ୍ତର୍ଜାତୀୟ ମାତୃଭାଷା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ ଯୋଗେ ଅଭିନ‌ନ୍ଦନ ଜଣାଇ ଲେଖିଛ‌ନ୍ତି ଯେ, ସଂସ୍କୃତି ଓ ଐତିହ୍ୟକୁ ସୁରକ୍ଷିତ ରଖିବା ସହ ଏହାର ବ୍ୟାପକ ପ୍ରସାରରେ ମାତୃଭାଷାର ବଳିଷ୍ଠ ଭୂମିକା ରହିଛି । ଆମ ଓଡ଼ିଆ ଭାଷାକୁ
Read More...

କରୋନା ଟିକାକରଣରେ ଅନ୍ୟ ରାଜ୍ୟକୁ ପଛରେ ପକାଇ ଓଡ଼ିଶା ତୃତୀୟ ସ୍ଥାନରେ

ଭୁବନେଶ୍ୱର : ଦେଶରେ ଟିକାକରଣରେ ୭୫ ପ୍ରତିଶତ ପୂରଣ କରିଥିବା ୭ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ତାଲିକା ମଧ୍ୟରେ ଓଡ଼ିଶାରେ ୮୧. ୮ ପ୍ରତିଶତ ରେକର୍ଡ କରାଯାଇଛି । ତେବେ କରୋନା ଟିକାକରଣରେ ଅନ୍ୟ ରାଜ୍ୟକୁ ପଛରେ ପକାଇ ତୃତୀୟ ସ୍ଥାନେରେ ରହିଛି ଓଡ଼ିଶା । ତ୍ରିପୁରା ଏବଂ ବିହାର ଅଛନ୍ତି
Read More...