Browsing Tag

bhubanswar news

ଗତ ୨୪ ଘଂଟାରେ ୧୬୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୬୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସରକାରୀ ସୂତ୍ରରେ କୁହାଯାଇଛି । ସେମାନଙ୍କ ମଧ୍ୟରୁ ୨୦ ଜଣ ୦ରୁ ୧୮ ବର୍ଷ ବୟସ ରହିଛି । ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୯୫୫ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୪ ଜଣ କ୍ୱାରେନ୍‌ଟାଇନ୍‌ରୁ
Read More...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୯୮କୁ ବୃଦ୍ଧି ପାଇଛି । ବାଲେଶ୍ୱର ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ
Read More...

ତୈଳ ଓ ଅତ୍ୟାବଶ୍ୟକ ସାମଗ୍ରୀ ଦର ବୃଦ୍ଧି ପ୍ରତିବାଦରେ ୬ ଘଂଟିଆ ଓଡ଼ିଶା ବନ୍ଦ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ପେଟ୍ରୋଲ ଓ ଡିଜେଲ ସହ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧିର ପ୍ରତିବାଦରେ ଆଜି ବାମ ଦଳ ୬ ଘଂଟିଆ ଓଡ଼ିଶା ବନ୍ଦ ପାଳନ କରୁଛି । ସିପିଆଇ, ସିପିଆଇ(ଏମ୍‌), ସିପିଆଇ(ଏମଏଲ୍‌) ଆଦି ବାମ ଦଳ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଥିବା ବେଳେ ସକାଳ ୬ଟାରୁ ଦିନ ୧୨ଟା
Read More...

ରାଜ୍ୟରେ ସାଢେ଼ ୪ ହଜାର ତଳେ ଦୈନିକ ସଂକ୍ରମଣ : ଗତ ୨୪ ଘଂଟାରେ ୪୪୬୯ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଂଟାରେ ସାଢେ଼ ୪ ହଜାର ତଳକୁ ଖସିଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୪୪୬୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୫୯୩୬୧କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ
Read More...

ଅଂଶୁଘାତ ପ୍ରତି ସାବଧାନ ରୁହନ୍ତୁ !

ଭୁବନେ‌ଶ୍ୱର, (କେପିଏନ୍‌ଏସ୍‌) : ଅଂଶୁଘାତ ପ୍ରତି ସାବଧାନ ରୁହନ୍ତୁ । ଜରୁରୀ କାମରେ ବାହାରକୁ ଯିବାକୁ ହେଲେ ମୁଣ୍ଡରେ ଓଦା ଗାମୁଛା, ଛତା, ଚପଲ ଏବଂ କଳା ଚଷମା ବ୍ୟବହାର କରନ୍ତୁ । ବାହାରକୁ ଯିବା ସମୟରେ ପାଣି ବୋତଲ ସାଙ୍ଗରେ ନିଅନ୍ତୁ । ଅଂଶୁଘାତରେ ଆକ୍ରାନ୍ତ ବ୍ୟକ୍ତିଙ୍କୁ ଯଥାଶୀଘ୍ର
Read More...

ରାଜଧାନୀରୁ ୪ ଡକାୟତ ଗିରଫ

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ରାଜଧାନୀରୁ ୪ଜଣ ଡକାୟତଙ୍କୁ ଗିରଫ କରିଛି ପୋଲିସ ବୋଲି ଖବର ମଳିଛି । ସୂଚନା ଯୋଗ୍ୟ ଯେ, ଶନିବାର ରାତିରେ ୪ ଜଣ ଡକାୟତ ମାନେ ଡକାୟତି ଯୋଜନା କରୁଥିବା ବେଳେ ସ୍ପେଶାଲ ସ୍କ୍ବାଡ ଓ ଚନ୍ଦ୍ରଶେଖରପୁର ଥାନା ପୋଲିସ ମିଳିତ ଭାବେ ସେମାନଙ୍କୁ ଗିରଫ କରିବାରେ ସଫଳ
Read More...

ଧରାପଡ଼ିଲା ସେନ୍‌ଚୁରିଆନ୍‌ ସିଏଫଓ ହିମାଂଶୁ ଶେଖର କବିଙ୍କ କାରନାମା

ଭୁବନେଶ୍ୱର : ସେନ୍‌ଚୁରିଆନ ବିଶ୍ୱବିଦ୍ୟାଳୟର ଜିଏସଟି ଠକେଇ ଘଟଣାର ନୂଆମୋଡ଼ ନେଇଛି । ସେନ୍‌ଚୁରିଆନ ବିଶ୍ୱବିଦ୍ୟାଳୟର ସିଏଫଓ ହିମମାଂଶୁ ଶେଖର କବିଙ୍କ ଚ‌ଞ୍ଚକତା ପଦାରେ ପଡ଼ିଛି । ସିଏଫଓ ହିମାଂଶୁ ଶେଖର କବିଙ୍କ ଚଞ୍ଚକତା ଓ ଜାଲିଆତି ବିରୋଧରେ ସେନ୍‌ଚୁରିଆନ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ
Read More...

୩୨ ଜଣ ପିଲା ପାଇବେ ଚଳିତ ବର୍ଷ ରାଷ୍ଟ୍ରୀୟ ବାଲ ପୁରସ୍କାର : ପୁର‌ସ୍କାର ତାଲିକାରେ ଅଛ‌ନ୍ତି ଓଡ଼ିଶାର ଅନ୍ୱେଷ ଶୁଭମ୍…

ଭୁବନେଶ୍ୱର : ଚଳିତ ବର୍ଷ ୩୨ ଜଣ ପିଲା ପାଇବେ ରାଷ୍ଟ୍ରୀୟ ବାଲ ପୁରସ୍କାର । ସାଧାରଣତନ୍ତ୍ର ଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପ୍ରଦାନ କରିବେ । ଶିକ୍ଷା, କ୍ରୀଡ଼ା, କଳା ଓ ସଂସ୍କୃତି, ସମାଜସେବା ଓ ସାହସିକତା କ୍ଷେତ୍ରରେ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ ।
Read More...