Browsing Tag

bogomunda news

ନବନିର୍ମିତ ପଞ୍ଚାୟତ ଗୃହ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ମନୀଷ କୁମାର ହଂସ) : ବଙ୍ଗୋମୁଣ୍ଡା ବ୍ଲକ କୁଣ୍ଡାବୁଟଲାର ନବନିର୍ମିତ ପଞ୍ଚାୟତ ଗୃହ ଉଦ୍‌ଘାଟିତ ହୋଇଛି । ସରପଞ୍ଚ ହରିବନ୍ଧୁ ବିଶ୍ୱାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ୟ୍ୟକ୍ରମରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ
Read More...

ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସିନ୍ଧେକେଲାର ଯୁବ ଗୋଷ୍ଠୀ ପକ୍ଷରୁ ତହସିଲଦାରଙ୍କୁ ଦାବୀପତ୍ର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ସିନ୍ଧେକେଲାର ଯୁବ ଗୋଷ୍ଠୀ ପକ୍ଷରୁ ୫ ଦଫା ଦାବୀ ନେଇ ବଙ୍ଗୋମୁଣ୍ଡା କତହସିଲଦାରଙ୍କୁ ଦାବୀପତ୍ର ପ୍ରଦାନ କରାଯାଇଛି । ସିନ୍ଧେକେଲାର ନୌରାଜ ରଣାଙ୍କ ନେତୃତ୍ୱରେ ସିନ୍ଧେକେଲା ଯୁବ ଗୋଷ୍ଠୀ ପକ୍ଷରୁ ୫ ଦଫା
Read More...

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଜାମଖୁଣ୍ଟା ଗ୍ରାମରେ ଥିବା ପଲ୍ଲୀ ପ୍ରଗତି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଗୌରୀଶଙ୍କର ରଣାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ
Read More...

ମାଁ ବସ୍ତ୍ରେନ ମାଉଲି ଫୁଟବଲ ଟୁର୍ଣ୍ଣାମେଣ୍ଟ : ଦେବଙ୍ଗ ଓ ଗଣ୍ଡାବସା ଦଳ ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଝଲପ ପଂଚାୟତର ମମିଆଁ ଗ୍ରାମରେ ଚାଲିଥିବା ମାଁ ବସ୍ତ୍ରେନ ମାଉଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଚତୁର୍ଥ ଦିନରେ ପହଂଚିଛି । ଚତୁର୍ଥ ଦିବସରେ ଯୁବ ସମାଜସେବୀ ହେମନ୍ତ ବେହେରା ଅତିଥି ଭାବେ ଯୋଗଦେଇ ଖେଲାଲି
Read More...

ବଙ୍ଗୋମୁଣ୍ଡା ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ : ମୁରିବାହାଲକୁ ହରାଇ ବଙ୍ଗୋମୁଣ୍ଡା ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ଥିବା ସର୍ବସାଧାରଣ ଖେଳ ପଡିଆରେ ସ୍ୱାମୀ ବିବେକାନନ୍ଦ ପାଠାଗାର ଓ ଆଥଲେଟିକ ଆସୋସିଏସନ ଦ୍ୱାରା ଆୟୋଜିତ ହେଉଥିବା ବଙ୍ଗୋମୁଣ୍ଡା ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଚତୁର୍ଥ ଦିନରେ ପହଞ୍ଚିଛି ।
Read More...

ବିଜେପି ପକ୍ଷରୁ ୬ଦଫା ଦାବୀ ନେଇ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଥାନାଧିକାରୀଙ୍କୁ ଦାବୀପତ୍ର ପ୍ରଦାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ମଣ୍ଡଲ ପକ୍ଷରୁ ଆଜି ୬ଦଫା ଦାବୀନେଇ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ବଙ୍ଗୋମୁଣ୍ଡା ଥାନାଧିକାରୀଙ୍କୁ ଏକ ଦାବୀପତ୍ର ପ୍ରଦାନ କରାଯାଇଛି । ଚାଷୀ ଅଧିକାର ର‍୍ୟାଲି ଆରଡିସି ଅଫିସ ଘେରାଉ ସମ୍ବଲପୁର ଠାରେ ଗତ ୨୧ ତାରିଖ ଦିନ
Read More...

ମମିଆଁ ଗାଁରେ ମାଁ ବସ୍ତ୍ରେନ ମାଉଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ : ଉଦଘାଟନୀ ମ୍ୟାଚ୍‌ରେ କୁରସୁଡ ଓ ମାଲପଡା ଦଳ…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଝଲପ ପଂଚାୟତର ମମିଆଁ ଗ୍ରାମରେ ଆଜି ମାଁ ବସ୍ତ୍ରେନ ମାଉଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଝଲପ ପଂଚାୟତ ସରପଂଚ ପ୍ରତିନିଧି ଗଣ୍ଡାରାମ ବେହେରା
Read More...

ବଙ୍ଗୋମୁଣ୍ଡା ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ : କାନୁଟ ଦଳ ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲା ବଙ୍ଗୋମୁଣ୍ଡା ବଜାର ପ୍ରାଙ୍ଗଣ ସନ୍ନିକଟ ସାର୍ବଜନୀନ ଖେଳପଡିଆ ଠାରେ ସ୍ୱାମୀ ବିବେକାନନ୍ଦ ପାଠାଗାର ଓ ଆଥଲେଟିକ ଆସୋସିଏସନ ଦ୍ୱାରା ଆୟୋଜିତ ବଙ୍ଗୋମୁଣ୍ଡା ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ତୃତୀୟ ଦିନରେ ପହଂଚିଛି । ଆୟୋଜିତ
Read More...

ଟାର୍ଗେଟ ଆସୁନଥିବାରୁ ଟୋକନ ପାଇ ବି ଚାଷୀ ଧାନବିକ୍ରି କରିବା ପାଇଁ ହଟହଟା, ଖବରପାଇ ସିନ୍ଧେକେଲା ମଣ୍ଡି ପରିଦର୍ଶନ କଲେ…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ପ୍ୟାକ୍ସ ଅଞ୍ଚଳରୁ ଚଳିତ ବର୍ଷ ଖରିଫ ଚାଷରେ ଅମଳ ହୋଇଥିବା ଧାନ ପ୍ୟାକ୍ସ ଜରିଆରେ ପାଖାପଖୀ ୩୧ ହଜାର କ୍ବିଣ୍ଟାଲ ଧାନ ବିକ୍ରୟପାଇଁ ଅନଲାଇନ ହୋଇଥିଲା । ତେବେ ବର୍ତ୍ତମାନ ପର୍ୟ୍ୟନ୍ତ ୧୩ ହଜାର
Read More...

ମନୋଜ କୁମାର ମାଝୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ-କଣ୍ଟାବାଞ୍ଜି ଓ ବଡଗମଡା ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚୁଲିଫୁଙ୍କା ପଂଚାୟତ ମନିଗାଁ ଗ୍ରାମରେ ମଣିଶ୍ରୀ ଫୁଟବଳ କ୍ଲବ ପକ୍ଷରୁ ଚାଲିଥିବା ମନୋଜ କୁମାର ମାଝୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଷଷ୍ଠ ଦିନରେ ପହଂଚିଛି । ଏହି ଅବସରରେ ଆୟୋଜିତ ଆଜିର ଏହି ଷଷ୍ଠ
Read More...