ବଙ୍ଗୋମୁଣ୍ଡା ନକଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ : କାନୁଟକୁ ହରାଇ ଦେବଙ୍ଗ ଦଳ ବିଜୟୀ
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ଥିବା ସର୍ବସାଧାରଣ ଖେଳ ପଡିଆରେ ସ୍ୱାମୀ ବିବେକାନନ୍ଦ ପାଠାଗାର ଓ ଆଥଲେଟିକ୍ ଆସୋସିଏସନ ଦ୍ୱାରା ଆୟୋଜିତ ହେଉଥିବା ବଙ୍ଗୋମୁଣ୍ଡା ନକ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ପଂଚମ ଦିନରେ ପହଂଚିଛି । ପଂଚମ!-->…
Read More...
Read More...