Browsing Tag

bongomunda news

ବିଜେପୁର ଗାଁରେ ବିଷ୍ଣୁ ବଗର୍ତ୍ତୀଙ୍କ ସ୍ମୃତିରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ ଗୀତାଯଜ୍ଞ ସଂପନ୍ନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ବ୍ଲକ ବିଜେପୁର ଗ୍ରାମ ଦୁର୍ଗାମନ୍ଦିର ପରିସରରେ ପ୍ରସିଦ୍ଧ ବିଜେପୁର ମାଟିର ବିଶିଷ୍ଟ ସଂକୀର୍ତ୍ତନ ଗୁରୁ ସ୍ୱର୍ଗତ ବିଷ୍ଣୁ ବଗର୍ତ୍ତୀଙ୍କ ସ୍ମୁତିରେ ଅଷ୍ଟ ପ୍ରହରୀ ନାମଯଜ୍ଞ ଏବଂ ଗୀତାଯଜ୍ଞ କାର୍ଯ୍ୟକ୍ରମ ସମ୍ପନ୍ନ
Read More...

ମାଁ ଦ୍ୱାରସେନି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ପଞ୍ଚାୟତ ବରତୁଣ୍ଡା ଗାଁରେ ଚାଲିଥିବା ମାଁ ଦ୍ୱାରସେନି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ୧୬ ଗୋଟି ଦଳ ଭାଗ ନେଇଥିବା ବେଳେ ସେମାନଙ୍କ ମଧ୍ୟରୁ
Read More...

ଶିକ୍ଷକଙ୍କ ଚାରି ମାସର ଦରମା ପ୍ରଦାନ ଦାବି ନେଇ ବିଇଓଙ୍କୁ ଦାବିପତ୍ର ପ୍ରଦାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ସଂଘର ସଭାପତି କୋଷରାଜ ବେହେରା ଓ କନିଷ୍ଠ ଶିକ୍ଷକ ମାନଙ୍କ ପ୍ରତିନିଧି ବୁଲୁ ହିଆଁଲଙ୍କ ନେତୃତ୍ୱରେ ବ୍ଲକରେ ନବନିଯୁକ୍ତ କନିଷ୍ଠ ଶିକ୍ଷକ/ଶିକ୍ଷୟିତ୍ରୀ ମାନେ ଗୋଷ୍ଠୀ ଶିକ୍ଷା
Read More...

ପରକୀୟା ପ୍ରୀତି ସନ୍ଦେହରେ ଶାଶୁ ଓ ସ୍ତ୍ରୀକୁ ମରଣାନ୍ତକ ଆକ୍ରମଣ : ସ୍ୱାମୀ ଗିରଫ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ସିନ୍ଧେକେଲା ଥାନା ତେଲସରାଇ ଗ୍ରାମରେ ଘଟିଯାଇଛି ଏକ ଅଭାବନୀୟ କାଣ୍ଡ । ପରକୀୟା ପ୍ରୀତି ସନ୍ଦେହରେ ଶାଶୁ ଓ ସ୍ତ୍ରୀକୁ ମରଣାନ୍ତକ ଆକ୍ରମଣ କରି ସ୍ୱାମୀ ଗିରଫ । ଘଟଣାନୁଯାଇ ତେଳସରାଇ ଗ୍ରାମର ନିଲୁ ଅଦା ପ୍ରାୟ ୫ ବର୍ଷ ତଳେ ନିଜ
Read More...

ପୁତୁଲାତଳେଇରେ କଂଗ୍ରେସ କର୍ମୀ ସମ୍ମିଳନୀ ସହ ମିଶ୍ରଣ ପର୍ବ : ବିଧାୟକ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜାଙ୍କୁ ବହୁ ଭୋଟରେ…

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ଜୋନ୍ ଅଲଣ୍ଡା ପଞ୍ଚାୟତ ପୁତୁଲାତଳେଇ ଠାରେ କଂଗ୍ରେସ କର୍ମୀ ସମ୍ମିଳନୀ ସହ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କଂଗ୍ରେସ କର୍ମୀ ସମ୍ମିଳନୀରେ ପ୍ରଥମେ
Read More...

ମା’ ମାଉଲି କ୍ରିକେଟ ଟୁର୍ଣ୍ଣାମେଣ୍ଟ : କୁଳିଆପଡାକୁ ପରାସ୍ତ କରି ଟିଟିଗାଁ ଚାମ୍ପିଆନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ଜୋନ୍ ଭୂର୍ଷାଗୁଡ଼ା ପଞ୍ଚାୟତ ଟିଟିସିଲେଟ ଗ୍ରାମର ପଡ଼ିଆରେ ଚାଲୁଥିବା ମା' ମାଉଲି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଜି ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ କୁଳିଆପଡା ଓ
Read More...

କଣ୍ଟାବାଞ୍ଜି ବିଧାୟକ ଓ ବଙ୍ଗୋମୁଣ୍ଡା ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଓ ମୁରିବାହାଲ ବ୍ଲକ ଅଧିନରେ ଥିବା ସମସ୍ତ ଏସବିଆଇ ସିଏସପି ପରିଚାଳକ/ପରିଚାଳିକା ବିଗତ ୧୦ ବର୍ଷରୁ ଅଧିକ ହେବ ଗ୍ରାମାଞ୍ଚଳରେ ଜନସାଧାରଣଙ୍କୁ ବ୍ୟାକିଂ ସେବା ପ୍ରଦାନ କରିଆସୁଛନ୍ତି । ଗ୍ରାମ ପଞ୍ଚାୟତ ସ୍ତରରେ ଥିବା
Read More...

ବିଧାୟକ ପାଣ୍ଠିରୁ ୬୫ ଗୋଟି ପ୍ରକଳ୍ପ ପାଇଁ କାର୍ଯ୍ୟଦେଶ ବଣ୍ଟନ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ୍‌ ସଭାଗୃହଠାରେ ଆଜି ବିଧାୟକ ପାଣ୍ଠିରୁ ବ୍ଲକ୍‌ର ବିଭିନ୍ନ ପଞ୍ଚାୟତର ୬୫ଗୋଟି ପ୍ରକଳ୍ପର କାର୍ଯ୍ୟଦେଶ ଆଜି ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ବିଡ଼ିଓ ରିପୁନାଥ
Read More...

ଫାଇନାନ୍ସ କର୍ମଚାରୀଙ୍କୁ ଛୁରା ମାଡ଼ ଘଟଣାରେ ୩ ଅଭିଯୁକ୍ତ ଗିରଫ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଗୁଡିଘାଟ - କଣ୍ଟାବାଞ୍ଜି ରାସ୍ତାର ପୁଡାପାଲି ଛକ୍ ଠାରେ ଗତ ଶୁକ୍ରବାର ରାତିରେ ଫାଇନାନ୍ସ କମ୍ପାନୀ କର୍ମଚାରୀ ନବୀନ ଭୋଇଙ୍କୁ ଛୁରା ମାଡ଼ ଘଟଣାରେ ପୋଲିସ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ସୂଚନା ମିଲିଛି ।
Read More...

ଚମାର ମେହେର ଉଚ୍ଚ ବିଦ୍ୟାଳୟଠାରେ ପୋଷାକ ଓ ଜୋତା ବିତରଣ ଉତ୍ସବ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦରଠାରେ ଥିବା ଚମାର ମେହେର ଉଚ୍ଚ ବିଦ୍ୟାଲୟଠାରେ ପୋଷାକ ଓ ଜୋତା ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପଙ୍କଜ ମେହେରଙ୍କ ସଭାପତିତ୍ୱରେ ମୁଖ୍ୟ
Read More...