Browsing Tag

bongomunda news

ବଡ଼ଗମଡ଼ା ଗାଁରେ ସନ୍ଥକବି ଭୀମ ଭୋଇଙ୍କ ଜୟନ୍ତୀ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ବେଳପଡା ପଞ୍ଚାୟତ ବଡ଼ଗମଡ଼ା ଗ୍ରାମରେ ଆଜି ମହାତ୍ମା ଭୀମ ଭୋଇ ଗ୍ରାମ୍ୟ ଉନ୍ନୟନ ସମିତି ପକ୍ଷରୁ ସାପ୍ତାହିକ ବଜାର ପ୍ରାଙ୍ଗଣରେ ସନ୍ଥ କବି ଭୀମ ଭୋଇଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ସନ୍ଥ କବି ଭୀମ ଭୋଇଙ୍କ
Read More...

ବଙ୍ଗୋମୁଣ୍ଡା ପୋଲିସ ପକ୍ଷରୁ ଲୋକଙ୍କୁ ସଚେତନତା ଏବଂ ମାସ୍କ ବିତରଣ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ଥାନା ପକ୍ଷରୁ ସ୍ଥାନୀୟ ଗୋଳେଇଛକ ନିକଟରେ ଲୋକଙ୍କୁ ମାସ୍କ ବ୍ୟବହାର ଉପରେ ସଚେତନତା କରାଯାଇଥିଲା । ସାମାଜିକ ଦୂରତା ରକ୍ଷା କରିବା, ନିୟମିତ ଭାବେ ମାସ୍କ ବ୍ୟବହାର ନେଇ ଲୋକଙ୍କୁ ସଚେତନ କରାଯାଇଥିଲା ।ପୋଲିସ ପକ୍ଷରୁ ବହୁ ଲୋକଙ୍କୁ
Read More...

ବଙ୍ଗୋମୁଣ୍ଡାରେ ଉତ୍କଳ କରାଟେ ସ୍କୁଲ ଉଦ୍‌ଘାଟିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦରଠାରେ ଆଜି ଉତ୍କଳ କରାଟେ ସ୍କୁଲ ଉଦ୍‌ଘାଟିତ ହୋଇଯାଇଛି । ଏହି ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷ ଗୁରୁଚରଣ ବେହେରା, ସେନସାଇ ସୁରେଶ ଜାଲ ୟାଦବ, ସେନସାଇ
Read More...

ବଙ୍ଗୋମୁଣ୍ଡା ପୁଲିସ ଦ୍ୱାରା ୧୭ ଜଣ ଦାଦନ ଶ୍ରମିକ ଉଦ୍ଧାର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକରେ ଗତକାଲି ଭୋର ସମୟରେ ବହାର ରାଜ୍ୟକୁ ଦାଦନ ଖଟିବା ପାଇଁ ଯାଉଥିବା ୧୭ ଜଣ ଦାଦନ ଶ୍ରମିକକୁ ଉଦ୍ଧାର କରିଛି ବଙ୍ଗୋମୁଣ୍ଡା ପୋଲିସ ବୋଲି ଖବର ମିଳିଛି । ଉଦ୍ଧାର ହୋଇଥିବା ଦାଦନ ଶ୍ରମିକ ମାନଙ୍କ ମଧ୍ୟରୁ ୮ ଜଣ
Read More...

ତେତେଲପଡା ଗାଁରେ ଜୟ ରାକାମ ବୁଢା ଫୁଟବଲ ଟୁର୍ଣ୍ଣାମେଣ୍ଟ : ମୁରିବାହାଲ ଓ ଜୁରାବନ୍ଧ ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧରାବନ୍ଧ ପଞ୍ଚାୟତ ତେତେଲପଡା ଗାଁର ପୋଢ଼ଖାଇ ଖେଳ ପଡିଆଠାରେ ଆଜିଠାରୁ ୩ୟ ବର୍ଷ ଜୟ ରାକାମ ବୁଢା ଫୁଟବଲ ଟୁର୍ଣ୍ଣାମେଣ୍ଟ ଷଷ୍ଠ ଦିନରେ ପହଞ୍ଚିଛି । ଆୟୋଜିତ ଷଷ୍ଠ ଦିବସରେ ମୁଖ୍ୟ ଅତିଥି ଭାବେ ସାନଗମଡା
Read More...

ତେତେଲପଡା ଗାଁରେ ଜୟ ରାକାମ ବୁଢା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ : ଉଦଘାଟନୀ ମ୍ୟାଚରେ ଝଲପ ଓ ସାନମୁଲା ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଗନ୍ଧରାବନ୍ଧ ପଞ୍ଚାୟତ ତେତେଲପଡା ଗାଁର ପୋଢ଼ଖାଇ ଖେଳ ପଡିଆଠାରେ ଆଜି ଠାରୁ ୩ୟ ବର୍ଷ ଜୟ ରାକାମ ବୁଢା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ଗ୍ରାମ ଦେବୀ ମାଁ ବସ୍ତ୍ରେନଙ୍କୁ ପୂଜାର୍ଚ୍ଚନା କରାଯିବା
Read More...

ମାଁ ମାଉଲି ଫୁଟବଲ ଟୁର୍ଣ୍ଣାମେଣ୍ଟ : ଗଞ୍ଜିଆପଡାକୁ ହରାଇ ଫାଇନାଲରେ ଝିଙ୍କିପଡା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଭୁର୍ଷାଗୁଡା ପଞ୍ଚାୟତ ଟିଟିସିଲେଟ ଗାଁରେ ମାଁ ମାଉଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ପଞ୍ଚମ ଦିନରେ ପହଞ୍ଚିଛି । ଆଜିର ଏହି ମ୍ୟାଚ୍‌ରେ ଗଞ୍ଜିଆପଡା ଓ ଝିଙ୍କିପଡା ଦଳ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିବା ବେଳେ
Read More...

ବିଭିନ୍ନ ସ୍ଥାନରେ ଗାନ୍ଧୀ ଜୟନ୍ତୀ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ଆଜି ବଙ୍ଗୋମୁଣ୍ଡା ସାହିତ୍ୟ କଳା ପରିଷଦ ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସାହିତ୍ୟ କଳା ପରିଷଦର ସଭାପତି ଡଃ
Read More...

ଖଇରା ସ୍କୁଲରେ ପୋଷାକ ବିତରଣ ଉତ୍ସବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଖଇରା ପଂଚାୟତର ଖଇରା ଗ୍ରାମରେ ଥିବା ସତ୍ୟ ମହିମା ସଂସ୍କୃତ ବିଦ୍ୟାପୀଠ ଠାରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାପୀଠର ପ୍ରଧାନ ପଣ୍ଡିତ ଅକ୍ଷୟ କୁମାର
Read More...

ପୁରୀରେ ଜିଲ୍ଲା ବ୍ରାହ୍ମଣ ସମାଜର ଉପସଭାପତିଙ୍କୁ ସମ୍ମାନୀତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଓଡିଆ ବ୍ରାହ୍ମଣ ସମାଜ ଶ୍ରୀ ମନ୍ଦିର ଦକ୍ଷିଣ ଦ୍ୱାର ପୁରୀ ଆନୁକୂଲ୍ୟରୁ ଓଡିଶା ବ୍ରାହ୍ମଣ ସମାଜର ସଭାପତି ରତିକାନ୍ତ ଦାଶ ପୁରୀ ମନ୍ଦିର ଠାରେ ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ସମାଜର ଉପସଭାପତି ଡଃ ନାରାୟଣ ମିଶ୍ରଙ୍କୁ ସେବା କାର୍ଯ୍ୟ ପାଇଁ ସମ୍ମାନୀତ
Read More...
error: Content is protected !!