Browsing Tag

bongomunda news

ବିଭିନ୍ନ ସ୍ଥାନରେ ଗାନ୍ଧୀ ଜୟନ୍ତୀ ପାଳିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ଆଜି ବଙ୍ଗୋମୁଣ୍ଡା ସାହିତ୍ୟ କଳା ପରିଷଦ ପକ୍ଷରୁ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସାହିତ୍ୟ କଳା ପରିଷଦର ସଭାପତି ଡଃ
Read More...

ଖଇରା ସ୍କୁଲରେ ପୋଷାକ ବିତରଣ ଉତ୍ସବ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଖଇରା ପଂଚାୟତର ଖଇରା ଗ୍ରାମରେ ଥିବା ସତ୍ୟ ମହିମା ସଂସ୍କୃତ ବିଦ୍ୟାପୀଠ ଠାରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାପୀଠର ପ୍ରଧାନ ପଣ୍ଡିତ ଅକ୍ଷୟ କୁମାର
Read More...

ପୁରୀରେ ଜିଲ୍ଲା ବ୍ରାହ୍ମଣ ସମାଜର ଉପସଭାପତିଙ୍କୁ ସମ୍ମାନୀତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଓଡିଆ ବ୍ରାହ୍ମଣ ସମାଜ ଶ୍ରୀ ମନ୍ଦିର ଦକ୍ଷିଣ ଦ୍ୱାର ପୁରୀ ଆନୁକୂଲ୍ୟରୁ ଓଡିଶା ବ୍ରାହ୍ମଣ ସମାଜର ସଭାପତି ରତିକାନ୍ତ ଦାଶ ପୁରୀ ମନ୍ଦିର ଠାରେ ବଲାଙ୍ଗିର ଜିଲ୍ଲା ବ୍ରାହ୍ମଣ ସମାଜର ଉପସଭାପତି ଡଃ ନାରାୟଣ ମିଶ୍ରଙ୍କୁ ସେବା କାର୍ଯ୍ୟ ପାଇଁ ସମ୍ମାନୀତ
Read More...

ଶିକ୍ଷକ ହୃଦା ମହାନନ୍ଦଙ୍କ ପରଲୋକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବଳଧା ପଞ୍ଚାୟତ ଖାତିମୁଣ୍ଡା ଗାଁ ସ୍କୁଲର ସହକାରୀ ଶିକ୍ଷକ ତଥା ଅମଲାପାଲି ଗାଁର ବାସିନ୍ଦା ହୃଦା ମହାନନ୍ଦ (୪୩)ଙ୍କ ଗତ ୧ ତାରିଖରେ ଦେହାନ୍ତ ହୋଇଯାଇଛି । ଶ୍ରୀ ମହାନନ୍ଦ କୌଣସି ଏକ ରୋଗରେ ପୀଡିତ ଥିବା ବେଳେ
Read More...

ବିଭିନ୍ନ ପଞ୍ଚାୟତରେ ରାଜ୍ୟ ସରକାରଙ୍କ ସ୍ମାର୍ଟ ହେଲଥ୍‌ କାର୍ଡ ପ୍ରଦାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ପଞ୍ଚାୟତରେ ଆଜି ବିଜୁ ସ୍ୱାସ୍ଥ୍ୟ ବୀମା ରାଜ୍ୟ ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଛି । ବିଭିନ୍ନ ପଞ୍ଚାୟତରେ ଗୃହ ଓ ଶକ୍ତି ମନ୍ତ୍ରୀ କ୍ୟାପଟନେ ଦିବ୍ୟଶଙ୍କର ମିଶ୍ରଙ୍କୁ
Read More...

ଢ଼େଁକିସାଲ୍‌ ସାହିତ୍ୟ କୁଟୁମ୍‌ ତରଫରୁ ୭୫ତମ ସ୍ୱାଧୀନତା ଦିବସ ପାଳିତ

ବଙ୍ଗୋମୁଣ୍ଡା, (ପୁସ୍ତମ୍ ଯୁଆଡି) : ବଙ୍ଗୋମୁଣ୍ଡା ବ୍ଲକ୍ ଅନ୍ତର୍ଗତ କଁସିଲ୍‌ ଗ୍ରାମର ଢ଼େଁକିସାଲ୍‌ ସାହିତ୍ୟ କୁଟୁମ୍‌ ତରଫରୁ ୭୫ ତମ ସ୍ୱଧିନତା ଦିବସ ପାଳିତ ହୋଇ ଯାଇଛି । ଢ଼େଁକିସାଲ୍‌ ସାହିତ୍ୟ କୁଟୁମର ସମ୍ପାଦକ କେକି ସିଂ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ବିଭିନ୍ନ ଗ୍ରାମ ପରିଦର୍ଶନ କରି ଲୋକଙ୍କ ସମସ୍ୟା ବୁଝିଲେ ବିଧାୟକ ସାଲୁଜା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ଗ୍ରାମ ପରିଦର୍ଶନ କରି ଲୋକଙ୍କ ସମସ୍ୟା ବୁଝିବା ସହ ତାର ତୁରନ୍ତ ସମାଧାନ ପାଇଁ ଚେଷ୍ଟା କରିବେ ବୋଲି ପ୍ରତିଶୃତି ଦେଇଛନ୍ତି ଗତକାଲି ବିଧାୟକ ସନ୍ତୋଷ ସିଂ ସାଲୁଜା । ଏହି ଅବସରରେ ଭୋଳାନାଥ ବେହେରା, ବିଧାୟକଙ୍କ ସହ
Read More...

ଖୋଲିଲା ଐତିହାସିକ ଯୋଗିନୀ ପୀଠ ରାଣୀପୁର ଝରିଆଲ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : କୋଭିଡ-୧୯ କଟକଣା କୋହଳ ହେବା ପରେ ବଲାଙ୍ଗିର ଜିଲ୍ଲାପାଳ ଚଂଚଲ ରାଣାଙ୍କ ଆଦେଶ ଅନୁସାରେ ବଙ୍ଗୋମୁଣ୍ଡା ବ୍ଲକର ଉପାନ୍ତ ଇଲାକାରେ ଥିବା ଐତିହାସିକ ଯୋଗିନୀ ପୀଠ ରାଣିପୁର ଝରିଆଲ ସ୍ଥିତ ସୋମେଶ୍ୱର ମନ୍ଦିର ଶ୍ରଦ୍ଧାଳୁ ମାନଙ୍କ ପାଇଁ ଖୋଲାଯାଇଥିବା
Read More...

ଚିନ୍ଦାଗୁଡାରେ ବିଜେଡି ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଚାନ୍ଦୋତରା ପଂଚାୟତ ଚିନ୍ଦାଗୁଡା ଗ୍ରାମରେ ବିଜୁ ଜନତା ଦଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ଜିଲ୍ଲା ଯୁବ ବିଜୁ ଜନତା ଦଳର ଉପସଭାପତି ସୁଧାଂଶୁ
Read More...

ବିଜେଡି ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ବଙ୍ଗୋମୁଣ୍ଡା, (ମନୀଷ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ପଂଚାୟତର ବିଭିନ୍ନ ସ୍ଥାନରେ ବିଜେଡି ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବଙ୍ଗୋମୁଣ୍ଡା ବ୍ଲକ ବିଜେଡି ସଭାପତି ସଞ୍ଜୟ ବେହେରାଙ୍କ ନେତୃତ୍ୱରେ କପିଲାଭଟା
Read More...