Browsing Tag

bonogmunda news

ବିଭିନ୍ନ ପଂଚାୟତରେ ସେବା ଓ ବିକାଶ ବାହାନ ଯାତ୍ରାରେ ସାମିଲ ହେଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ସିନ୍ଧେକେଲା ଚାନ୍ଦୋତରା ଓ ଭୂର୍ଷାଗୁଡା ଗ୍ରାମ ପଞ୍ଚାୟତ ଗୁଡିକରେ ସେବା ଓ ବିକାଶ ବାହାନ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଯୋଗ ଦେଇଥିଲେ । ବିଡ଼ିଓ
Read More...

ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ପଂଚାୟତରେ ସେବା ଓ ବିକାଶ ବାହାନ ଯାତ୍ରାର ଶୁଭାରମ୍ଭ କଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକରେ ସେବା ଓ ବିକାଶ ବାହାନ ଯାତ୍ରାର ଶୁଭାରମ୍ଭ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଯୋଗ ଦେଇ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ । ଅଲଣ୍ଡା ପଞ୍ଚାୟତରେ ଆୟୋଜିତ ପଞ୍ଚାୟତ
Read More...

ଭତ୍ତା ମିଳିବାରେ ବିଳମ୍ବ ଓ ଅସୁବିଧା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଝଲପ ପଞ୍ଚାୟତର ଝଲପ ଗାଁର ବୃଦ୍ଧ ବୃଦ୍ଧା ଭତ୍ତା ପାଇବାରୁ ବଞ୍ଚିତ ହେଉଥିବା ଅଭିଯୋଗ କରି ବଙ୍ଗୋମୁଣ୍ଡା ବ୍ଳକର ଦ୍ୱାରସ୍ଥ ହୋଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଧେଶ୍ୟରେ ବଙ୍ଗୋମୁଣ୍ଡା ବିଡ଼ିଓ
Read More...

ସେବା ଓ ବିକାଶ ବାହାନ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟଠାରେ ଆଜି ସେବା ଓ ବିକାଶ ବାହାନ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଙ୍ଗୋମୁଣ୍ଡା ବିଡ଼ିଓ ବାସନ୍ତୀ ସେଠିଙ୍କ ସଭାପତିତ୍ୱରେ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା,
Read More...

ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ରୂପେ ବିଡ଼ିଓ ବାସନ୍ତୀ ସେଠି,ସମ୍ମାନିତ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା, ଉପାଧ୍ୟକ୍ଷ କେଶବ
Read More...

ଦାଦନ ଶ୍ରମିକ ତାମିଲନାଡୁରେ ମୃତ୍ୟୁ ଘଟଣା : ମୃତ ଶ୍ରମିକଙ୍କ ପରିବାରକୁ ଭେଟି ସହାୟତା କଲେ ଅଜିତ ଯୋଶୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ପଞ୍ଚାୟତ ବରତୁଣ୍ଡା ଗ୍ରାମର ନାରାୟଣ ସୁଲିଆ ତାମିଲନାଡୁର ଇଟା ଭାଟିକୁ ଶ୍ରମିକ ଭାବେ କାମ କରିବାକୁ ଯାଇ ସେଠାରେ ମୃତ୍ୟୁ ବରଣ କରିଥିଲେ । ସେଠାରେ ସ୍ୱାସ୍ଥ୍ୟବସ୍ଥା ବିଗିଡିଯାଇଥିଲା ।
Read More...

ବଙ୍ଗୋମୁଣ୍ଡା ବ୍ଲକର ଅନେକ ପଂଚାୟତରେ ବାର୍ଦ୍ଧକ୍ୟ ଭତ୍ତା ମିଳୁନଥିବା ଅଭିଯୋଗ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବୃଦ୍ଧ, ବୃଦ୍ଧାଙ୍କୁ ଭତ୍ତା ମିଳିବାରେ ବିଳମ୍ବ ହେଉଥିବା ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରି ତୁରନ୍ତ ଭତ୍ତା ପ୍ରଦାନ କରାଯିବା ପାଇଁ ଦାବି କରିଛନ୍ତି ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସରପଞ୍ଚ ସଂଘ ସଭାପତି ବଙ୍ଗୋମୁଣ୍ଡା ସରପଞ୍ଚ ଅଜିତ
Read More...

ତେତେଲପଡା ଗାଁରେ ଶ୍ରମିକ ଶକ୍ତି ସଂଘ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ଗନ୍ଧରାବନ୍ଧ ପଞ୍ଚାୟତ ତେତେଲପଡା ଗାଁରେ ଆଜି ଶ୍ରମିକ ଶକ୍ତି ସଂଘ ତରଫରୁ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବୈଠକ, ରାଲି ଇତ୍ୟାଦି ସଚେତନ କାର୍ଯ୍ୟକ୍ରମ ଗୁଡିକ କରାଯାଇଥିଲା ।
Read More...

ବସ୍-ବାଇକ୍ ମୁହାଁମୁହିଁ ଧକ୍କା : ଜଣେ ମୃତ, ଜଣେ ଗୁରୁତର

ବଙ୍ଗୋମୁଣ୍ଡା : ବଙ୍ଗୋମୁଣ୍ଡା- କଣ୍ଟାବାଞ୍ଜି ରାସ୍ତାର ଦାନ୍ଦ୍ର ଗାଁ ବୁଲାଣି ପାଖରେ ବସ ସହିତ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛି । ମୃତକ ଜଣକ ହେଲେ ଦୁର୍ଯୋଧନ ପଟେଲ୍ । ବଙ୍ଗୋମୁଣ୍ଡା- କଣ୍ଟାବାଞ୍ଜି ରାସ୍ତାର ଦାନ୍ଦ୍ର
Read More...

ପବିତ୍ର ରେଜାଙ୍ଗଲା ସହିଦ ମାଟି କଳସକୁ ବଲାଙ୍ଗିର ଜିଲ୍ଲାରେ ସ୍ୱାଗତ ସମ୍ବର୍ଦ୍ଧନା

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ୧୯୬୨ ମସିହା ନଭେମ୍ବର ୧୮ ତାରିଖରେ ଲଦାଖର ରେଜାଙ୍ଗଲାଠାରେ ହୋଇଥିବା ଭାରତ ଏବଂ ଚୀନ ଯୁଦ୍ଧରେ ୧୨୦ ଜଣ ଯାଦବ ବୀର ସୈନିକ ଚୀନର ପ୍ରାୟ ୩୦୦୦ ସୈନିକକୁ ମାରିଥିଲେ । ୧୨୦ରୁ ୧୧୪ ଜଣ ଅହୀର ଯାଦବ ଯବାନ ଦେଶ ପାଇଁ ଶହୀଦ ହୋଇଥିଲେ । ସେହି ପବିତ୍ର
Read More...