ପ୍ରେମ ପାଇଁ ମା’-ଭାଇକୁ ମାରିବାକୁ ବି ପଛାଇଲା ନାହିଁ ନାବାଳିକା
ବୋରିଗୁମ୍ମା : ପ୍ରେମ ପାଇଁ ମା'-ଭାଇକୁ ମାରିବାକୁ ବି ପଛାଇଲା ନାହିଁ ନାବାଳିକା । ପ୍ରେମିକ ସହ ମିଶି ଘଟାଇଲା ନାରକୀୟ କାଣ୍ଡ । ମା' ଓ ଭାଇକୁ ଝିଅ ହତ୍ୟା କରିଥିବା ନେଇ ପରିବାର ଲୋକ ଅଭିଯୋଗ ଆଣିଛନ୍ତି । ସୂଚନାଅନୁସାରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ରୋଡ଼ରେ ଝିଅ ଏବଂ ପୁଅ ସହ ରହୁଥିଲେ!-->…
Read More...
Read More...