Browsing Tag

boudh news

ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବିଶଙ୍କର ଜୀଙ୍କ ବିଶ୍ୱ ଆଦୃତ ଆନନ୍ଦ ଅନୁଭୂତି ଶିବିର ଆୟୋଜିତ

ବୌଦ୍ଧ, (ମମତା ମହାକୁର) : ବୌଦ୍ଧ ଏନଏସି ବନ୍ୟା ଆଶ୍ରୟ ସ୍ଥଳୀଠାରେ ସାରା ବିଶ୍ୱରେ ଆଦୃତ ସୁଦର୍ଶନ କ୍ରିୟା ଆନନ୍ଦ ଅନୁଭୂତି ଶିବିର ଗତ ୦୬ତାରିଖ ଠାରୁ ଆରମ୍ଭ ହୋଇ ୧୧ତାରିଖରେ ସମାପନ ହୋଇଯାଇଛି । ବୌଦ୍ଧରେ ୬ ଦିନିଆ କର୍ମଶାଳାରେ ୨୫ ଜଣ ଅଂଶଗ୍ରହଣ କରିଥିଲେ । ଆର୍ଟ ଅଫ ଲିଭିଂର ଶିକ୍ଷକ ଓ
Read More...

ମନମୁଣ୍ଡା ପୋଲିସକୁ ବଡ ଧରଣର ସଫଳତା

ବୌଦ୍ଧ, (ମମତା ମହାକୁର) : ଜିଲ୍ଲାର ମନମୁଣ୍ଡା ଥାନା ମନମୁଣ୍ଡା ଏନ୍‌ଏଚ୍‌ ୫୭ ତେଳନଦୀ ପାର୍ଶ୍ବ ଗାନ୍ଧୀ ଛକ ଠାରେ ଆଜି ସକାଳ ୧୧ଘଣ୍ଟା ସମୟରେ ଗାଡି ମଟର ଯାଞ୍ଚ କରୁଥିବା ସମୟରେ ବୌଦ୍ଧ ପଟରୁ ଆସୁଥିବା ଏକ ଧଳା ରଙ୍ଗର ସୁଇପ୍ଟ ଡିଜାର କାର ପୋଲିସକୁ ଦେଖି ଚମ୍ପଟ ମାରୁଥିବା ବେଳେ ପୋଲିସ
Read More...

୩୬ କେଜି ଗଞ୍ଜେଇ ସହ ୧ ଗିରଫ

ବୌଦ୍ଧ, (କେପିଏନ୍‌ଏସ୍‌) : ଗଞ୍ଜେଇ ଚୋରା ଚାଲାଣ ବେଳେ ବୌଦ୍ଧ ପୁଲିସ ଦ୍ୱାରା ଜଣେ ଅଭିଯୁକ୍ତ ଗିରଫ ହେବା ସହ ୩୬ କେଜି ଗଞ୍ଜେଇ ଜବତ କରିଥିବା ଜଣାପଡିଛି । ମିଳିଥିବା ସୂଚନା ମୁତାବକ ବଘିଆପଡା ଫାଣ୍ଡି କର୍ମଚାରୀ ଏନେଇ ବିଶେଷ ସୁତ୍ରରୁ ଖବର ପାଇଥିଲେ । ଜଣେ ବ୍ୟକ୍ତି କରଡାପଡା ଛକ ଠାରେ
Read More...

ବୌଦ୍ଧରେ ଜିଲ୍ଲାସ୍ତରୀୟ ଯୋଗାସନ ସ୍ପୋର୍ଟ୍ସ ଚାମ୍ପିୟାନସିପ୍‌-୨୦୨୨

ବୌଦ୍ଧ, (ବଂଶୀଧର ମାଝୀ) : ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଯୁବ କ୍ରୀଡା ବିଭାଗ ଦ୍ୱାରା ଅନୁମୋଦିତ ଏବଂ ଜାତୀୟ ଯୋଗାସନ ସ୍ପୋର୍ଟ୍ସ ଫେଡେରେସନ ଓ ଯୋଗାସନ ସ୍ପୋର୍ଟ୍ସ ଆସୋସିଏସନ ଓଡିଶା ଦ୍ୱାରା ଅନୁବନ୍ଧିତ ବୌଦ୍ଧ ଜିଲ୍ଲା ଯୋଗାସନ ସ୍ପୋର୍ଟ୍ସ ଆସୋସିଏସନ ତରଫରୁ ବନ୍ୟା ଆଶ୍ରୟ ସ୍ଥଳି
Read More...

ଗୃପ୍ ଲୋନ୍ ସୁଝି ନପାରି ମହିଳାଙ୍କ ଆତ୍ମହତ୍ୟା : ଘର ଆଗରୁ ଝୁଲନ୍ତା ମୃତଦେହ ଉଦ୍ଧାର

ବୌଦ୍ଧ, (ମମତା ମହାକୁର) : ଗୃପ୍ ଲୋନ୍ ସୁଝି ନପାରି ଘର ଦୁଆରେ ଥିବା ପିଜୁଳି ଗଛରେ ଝୁଲି ଜଣେ ମହିଳା ଆତ୍ମହତ୍ୟା କରିଛନ୍ତି । ବୌଦ୍ଧ ସହରସ୍ଥିତ ନୂଆ ସାହିରେ ଏଭଳି ଅଘଟଣ ଘଟିଛି । ମୃତକ ଜଣଙ୍କ ହେଉଛନ୍ତି ନୂଆ ସାହିର ବେନ୍ଦିରୀ ବେହେରା । ସୂଚନା ଅନୁସାରେ ସେ ସୃପ୍ ଲୋନ୍ ସୁଝି ନପାରି
Read More...

କେନ୍ଦ୍ରୀୟ ବିଦ୍ୟାଳୟ ପ୍ରବନ୍ଧନ ସମିତି ବୈଠକ ଅନୁଷ୍ଠିତ

ବୌଦ୍ଧ : ବୌଦ୍ଧ କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ଚଳିତ ୨୦୨୨-୨୩ ଶିକ୍ଷାବର୍ଷ ପାଇଁ ପ୍ରବନ୍ଧନ ସମିତିର ପ୍ରଥମ ବୈଠକ ସମିତିର ଅଧ୍ୟକ୍ଷ ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରୀୟ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ୍ୟା ରାଜଲକ୍ଷ୍ମୀ ବିଶ୍ୱାଳ ସମିତିର
Read More...

ଜିଲ୍ଲାସ୍ତରୀୟ ଶାରୀରିକ ଶିକ୍ଷା ଶିକ୍ଷକ ଶିକ୍ଷୟିତ୍ରୀ ସମ୍ମିଳନୀ

ବୌଦ୍ଧ : ବୌଦ୍ଧ ଜିଲ୍ଲାସ୍ତରୀୟ ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡିକର ଶାରୀରିକ ଶିକ୍ଷା ଶିକ୍ଷକ ଶିକ୍ଷୟିତ୍ରୀ ସମ୍ମିଳନୀ ଜିଲ୍ଲା ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ଶିକ୍ଷା ଅଧିକାରୀ ଡ. ଉଦୟନାଥ ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଖଟଖଟିଆ ସ୍କୁଲରେ ପୋଷାକ ବଣ୍ଟନ

ବୌଦ୍ଧ, (ମମତା ମହାକୁର) : ବୌଦ୍ଧ ଜିଲ୍ଲା କଣ୍ଟାମାଲ ବ୍ଲକ ଖଟଖଟିଆ ସରକାରୀ ଉପ୍ରା ବିଦ୍ୟାଳୟରେ ପୋଷାକ ବଣ୍ଟନ ହୋଇଯାଇଛି ।ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସମୀର କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୋଷକ ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼
Read More...

ବୌଦ୍ଧ ସହରରେ ନିର୍ମାଣାଧିନ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ଜିଲାପାଳଙ୍କ ସମୀକ୍ଷା

ବୌଦ୍ଧ : ବୌଦ୍ଧ ସହରରେ ନିର୍ମାଣାଧିନ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ଜିଲାପାଳ ସତ୍ୟ ରଞ୍ଜନ ସାହୁ ସମୀକ୍ଷା କରିଛନ୍ତି । ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ଜିଲ୍ଲାପାଳ ଶ୍ରୀସାହୁ ଅଧ୍ୟକ୍ଷତା କରିଥିଲେ । ଏହି ଅବସରରେ ବିଭିନ୍ନ ବିଭାଗ ପକ୍ଷରୁ ନିର୍ମାଣାଧିନ
Read More...

କବିତା ସଂକଳ୍ପ ‘ଆମ ବିଭବ’ ଉନ୍ମୋଚିତ

ବୌଦ୍ଧ, (କେପିଏନ୍‌ଏସ୍‌) : ବୌଦ୍ଧ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମିଳନୀ କକ୍ଷରେ କବି ତ୍ରିନାଥ ହୋତା ଓ କବୟିତ୍ରୀ କୃଷ୍ଣପ୍ରିୟା ହୋତାଙ୍କର ଲିଖିତ କବିତା ସଂକଳନ 'ଆମ ବିଭବ' ଉନ୍ମୋଚିତ ହୋଇଯାଇଛି । ଶିକ୍ଷକ ସୁଶାନ୍ତ ମହାପାତ୍ର ପୁସ୍ତକ ସମ୍ବନ୍ଧରେ ପ୍ରାରମ୍ଭିକ ସୂଚନା ଦେବା ସହ ସ୍ୱାଗତ ଭାଷଣ
Read More...