Browsing Tag

boudh news

ବାଉଁଶୁଣୀ ନାଗରିକ କମିଟି ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲାର ବାଉଁଶୁଣୀଠାରେ ଥିବା ବାଉଁଶୁଣୀ ନାଗରିକ କମିଟି ପକ୍ଷରୁ ସ୍ଥାନୀୟ ପଞ୍ଚାୟତ ସଭାଗୃହଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ରଙ୍କନିଧି ଗାଗରିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କମିଟିକୁ ମଜବୁତ୍ କରିବା ସହ ୧୨ଗୋଟି
Read More...

ଶିଶୁ ବିଦ୍ୟା ମନ୍ଦିର ପରିସରରେ ୩୪ତମ ବିଦ୍ୟାଳୟ ବିଜ୍ଞାନ ମେଳା ଅନୁଷ୍ଠିତ

ବୌଦ୍ଧ, (ମମତା ମହାକୁର) : ବୌଦ୍ଧ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ୩୪ତମ ବିଜ୍ଞାନମେଳା ଅନୁଷ୍ଠିତ ହୋଇଯାଇଛି । ଉତ୍ସବରେ ମୁଖ୍ୟଅତିଥି ଭାବରେ ଡେପୁଟି କଲେକ୍ଟର ଝରଣା ପ୍ରଧାନ ଯୋଗଦେଇ ମେଳାକୁ ଉଦ୍‌ଘାଟନ କରିବା ସହିତ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ
Read More...

ଜିଲ୍ଲା ସ୍ୱଳ୍ପ ସଞ୍ଚୟ ବିଭାଗ ପକ୍ଷରୁ ଆର୍ଥିକ ସାକ୍ଷରତା ଅନ୍ତର୍ଭୁକ୍ତିକରଣ ଶିବିର ଅନୁଷ୍ଠିତ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ବିଭାଗ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଆର୍ଥିକ ସାକ୍ଷରତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଭାରପ୍ରାପ୍ତ ସ୍ୱଳ୍ପ ସଞ୍ଚୟ ଅଧିକାରୀ ବିରଞ୍ଚି କୁମାର ଧରୁଆଙ୍କ
Read More...

କ୍ୟାବିନେଟ ମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ

ବୌଦ୍ଧ, (ମମତା ମହାକୁର) : ବୌଦ୍ଧ ଜିଲ୍ଲା କଣ୍ଟାମାଲ ବ୍ଲକ ଖଟଖଟିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ୟାବିନେଟ ମନ୍ତ୍ରୀଙ୍କ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରଧାନ ଶିକ୍ଷକ ସମୀର ପ୍ରଧାନ ଅଧ୍ୟକ୍ଷତା କରିଥିବା ବେଳେ ଶିକ୍ଷକ ରଂଜୁ ଅମାତ କ୍ୟାବିନେଟ
Read More...

ପାଣ- ଗଣ୍ଡା ସମାଜ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ପାଣ - ଗଣ୍ଡା ସମାଜ ବିକାଶ ପରିଷଦ ପକ୍ଷରୁ ହରଭଙ୍ଗା ବ୍ଲକ୍ ଅନ୍ତର୍ଗତ ରାଧାନଗର ପଂଚାୟତର ଗାନ୍ଧୀନଗରଠାରେ ୫୦ଟି ଆମ୍ବ ଚାରା ରୋପଣ କରାଯାଇଛି । ସଂଗଠନର ଜିଲ୍ଲା ସାଧାରଣ ସଂପାଦକ ସୁଧାଂଶୁ ଡାଙ୍ଗଙ୍କ ନେତୃତ୍ୱରେ ଏବଂ ଜିଲ୍ଲା ଉପସଭାପତି ରୋହିତ
Read More...

୧୦ ଲିଟର ମଦ ଜବତ ସହ ୧ ଗିରଫ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଅବକାରୀ ବିଭାଗ ପେଟ୍ରୋଲିଂ କରୁଥିବା ସମୟରେ ବିଶ୍ୱାମିତ୍ର ସାହୁ(୫୫) ନାମକ ଜଣେ ବ୍ୟକ୍ତିଙ୍କ ପାଖରୁ ୧୦ ଲିଟର ଦେଶୀ ମଦ ଜବତ କରି ତାଙ୍କୁ ଗିରଫ କରିଛି । ସୂଚନା ଅନୁସାରେ ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକଙ୍କ ନିର୍ଦ୍ଦେଶ ଓ ଇନ୍ସପେକ୍ଟର ସାଗରିକା
Read More...

ଭୂଜଳ ପରିଚାଳନା ସଂପର୍କିତ ଜନ ବାର୍ତ୍ତାଳାପ କାର୍ଯ୍ୟକ୍ରମ

ବୌଦ୍ଧ, (ବଂଶୀଧର ମାଝୀ) : କେନ୍ଦ୍ରୀୟ ଭୂଜଳ ପରିଷଦ ଭୁବନେଶ୍ୱର ଆନୁକୂଲ୍ୟରେ ଶୁକ୍ରବାର ଭୂଜଳ ପରିଚାଳନା ସଂପର୍କିତ ଜନ ବାର୍ତ୍ତାଳାପ କାର୍ଯ୍ୟକ୍ରମ ଜାତୀୟ ଉଦ୍ୟାନ କୃଷି ଗବେଷଣା ଏବଂ ଉନ୍ନୟନ ପ୍ରତିଷ୍ଠାନ ପାଲଝାରଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଏନଏଚଆରଡିଏଫର ସହକାରୀ
Read More...

କସ୍ତୁରବା ବିଦ୍ୟାଳୟରେ ପରିବେଶ ସୁରକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ

ବୌଦ୍ଧ, (ବଂଶୀଧର ମାଝୀ) : ବଲାସିଂହା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟଠାରେ ପରିବେଶ ସୁରକ୍ଷା ଓ ଆମର ଦାୟିତ୍ୱ ନେଇ ଏକ କାର୍ଯ୍ୟକ୍ରମ ବ୍ରହ୍ମା କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ର ସଞ୍ଚଳିକା ବି.କେ ମାମିନା ପରିବେଶ ସୁରକ୍ଷା ପାଇଁ ଆତ୍ମ
Read More...

ବିଜେପି ପକ୍ଷରୁ କଂଗ୍ରେସ ବିରୋଧରେ ପ୍ରତିବାଦ

ବୌଦ୍ଧ, (ବଂଶୀଧର ମାଝୀ) : ଗତକାଲି କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧୁରୀ ଦେଶର ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତ୍ନୀ କହି ଭର୍ସନା ମୂଳକ ମନ୍ତବ୍ୟ ଦେଇଥିବା ବେଳେ ଆଜି ବିଜେପି ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରେ କଂଗ୍ରେସ ନେତାଙ୍କ କୁଶ ପୁତ୍ତଳିକା ଦାହ କରିଛି ଏହି ପରିପ୍ରେକ୍ଷୀରେ କଣ୍ଟାମାଳ
Read More...

ଶିକ୍ଷକ ବଦଳି ପ୍ରତିବାଦରେ ସ୍କୁଲରେ ତାଲା ପକାଇଲେ ଅଭିଭାବକ ଓ ଛାତ୍ରଛାତ୍ରୀ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷକ ବଦଳି ପ୍ରସଙ୍ଗରେ ଇସ୍ତାହାର ପ୍ରକାଶ ପାଇବା ପରେ କଣ୍ଟାମାଳ ବ୍ଲକ ଉମା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅସନ୍ତୋଷ ଦେଖାଦେଇଛି । ଆଜି ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଏବଂ ଅଭିଭାବକ ଓ
Read More...