ଜବାହର ନବୋଦୟ ବିଦ୍ୟାଳୟ ପକ୍ଷରୁ ହର ଘର ତ୍ରିରଙ୍ଗା ସଚେତନତା ଶୋଭାଯାତ୍ରା ଆୟୋଜିତ
ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜବାହର ନବୋଦୟ ବିଦ୍ୟାଳୟ ପକ୍ଷରୁ ହର ଘର ତ୍ରିରଙ୍ଗା ସଚେତନତା ଶୋଭାଯାତ୍ରା ଆୟୋଜିତ କରାଯାଇଛି । ଏହି ଶୋଭାଯାତ୍ରାରେ ସ୍କାଉଟ ଓ ଗାଇଡ, ଏନସିସି ଓ ଏନଏସଏସର ଛାତ୍ରଛାତ୍ରୀମାନେ ସକ୍ରିୟ ଅଂଶଗ୍ରହଣ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନେ!-->…
Read More...
Read More...