ନୂତନ ବିଗ୍ରହ ପ୍ରତିଷ୍ଠା ଉତ୍ସବରେ ଅନ୍ନପ୍ରସାଦ ବଣ୍ଟନ କଲେ ବିଧାୟକଙ୍କ ସହ ଜିଲ୍ଲାପାଳ
ବୌଦ୍ଧ, (କେପିଏନ୍ଏସ୍) : ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଂଚାୟତ ଲୋକକଳା ଗ୍ରାମ ନାରାୟଣନଗର ଠାରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଶ୍ରୀରାମଙ୍କ ଯୁଗ୍ମ ମନ୍ଦିର ପ୍ରତିଷ୍ଠା ସହ ନୂତନ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେଉଅଛି । ମନ୍ଦିର ନିର୍ମାଣ କମିଟି ରାଜେନ୍ଦ୍ର ମେହେରଙ୍କ!-->…
Read More...
Read More...