ଉତ୍କଳ ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ଘଟଣା : ୨ ଅଭିଯୁକ୍ତ ଗିରଫ
ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ମାଧପୁର ସ୍ଥିତ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କରୁ ଚୋରି ଘଟଣାରେ ୨ ଜଣ ଅଭିଯୁକ୍ତ ଗିରଫ । ସୂଚନା ଅନୁଯାୟୀ, ଗତ ଶୁକ୍ରବାର ରାତିରେ ମାଧପୁର ସ୍ଥିତ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କର ମୁଖ୍ୟ ଗେଟ୍ର ତାଲା କାଟି ବ୍ୟାଙ୍କର ୧ ଲକ୍ଷ!-->…
Read More...
Read More...