ଆମ୍ବୁଲାନ୍ସ ଧକ୍କାରେ ସାଇକେଲ ଆରୋହୀ ମୃତ
ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ସଦର ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଛକ ନିକଟରେ ଆମ୍ବୁଲାନ୍ସ ଧକ୍କାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ଦୁର୍ଘଟଣା ପରେ ଆମ୍ବୁଲାନ୍ସଟି ଘଟଣାସ୍ଥଳରୁ ବୌଦ୍ଧ ଆଡକୁ ଚାଲିଯାଇଥିବା କୁହାଯାଉଛି । ମୃତ ସାଇକେଲ ଆାରୋହୀ ଜଣକ ଶ୍ୟାମସୁନ୍ଦରପୁର!-->…
Read More...
Read More...