ମର୍ମନ୍ତୁଦ ସଡକ ଦୁର୍ଘଟଣା : ୨ ମୃତ, ୨ ଗୁରୁତର
ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ମହାନଦୀ ସେତୁ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଥିବା ଜଣାପଡିଛି । ମୃତକ ଜଣକ ବୌଦ୍ଧ ସହର ବୁଟୁପାଲିର ମୋତିଲାଲ ଯୋଶୀରା ବୋଲି ଜଣାପଡିଛି । ଅନ୍ୟ ମୃତକଙ୍କ ପରିଚୟ!-->…
Read More...
Read More...