ବୌଦ୍ଧ ଜିଲ୍ଲା ପଞ୍ଚାୟତ ନିର୍ବାଚନରେ ଆଦର୍ଶ ଆଚରଣ ବିଧି ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ
ବୌଦ୍ଧ, (ବଂଶୀଧର ମାଝୀ) : ଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଗତକାଲି ଅପରାହ୍ନ ୪ ଘଟିକା ସମୟରେ ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ ଉପଲକ୍ଷେ ସମସ୍ତ ରାଜନୈତିକ ଦଳମାନେ ଆଦର୍ଶ ଆଚରଣ ବିଧି ପାଳନ କରିବା ସଂପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ!-->…
Read More...
Read More...