Browsing Tag

boudh news

ଗୁଞ୍ଜରଣ ରଥକୁ ଖୁଣ୍ଟିଗୋରାଠାରେ ସ୍ୱାଗତ

ବୌଦ୍ଧ, (ବଂଶୀଧର ମାଝୀ) : ଓଡିଶା ଶ୍ରମଜୀବୀ ମଞ୍ଚ ଏବଂ ମହିଳା ଶ୍ରମଜୀବୀ ମଞ୍ଚ ଓଡିଶା ପକ୍ଷରୁ ଶିକ୍ଷା ଓ ସଚେତନତାର ବାର୍ତ୍ତା ନେଇ ମାଲକାନଗିରି ଜିଲ୍ଲାରୁ ବାହାରିଥିବା ଗୁଞ୍ଜରଣ ରଥ କନ୍ଧମାଳ, ବାଲିଗୁଡା ଦେଇ ବୌଦ୍ଧ ଜିଲ୍ଲାରେ ପହଞ୍ଚିବା ପରେ ଖୁଣ୍ଟିଗୋରା ସ୍ଥିତ ଉଚ୍ଚ ବିଦ୍ୟାଳୟଠାରେ
Read More...

ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷାଙ୍କ ବୌଦ୍ଧ ଗସ୍ତ

ବୌଦ୍ଧ, (ବଂଶୀଧର ମାଝୀ) : ରାଜ୍ୟ ଶିଶୁ ସୁରକ୍ଷା ଆୟୋଗ ସନ୍ଧ୍ୟାବତୀ ପ୍ରଧାନ ଦିନିକିଆ ବୌଦ୍ଧ ଜିଲ୍ଲା ଗସ୍ତରେ ଆସି ଶିଶୁ ସୁରକ୍ଷା ସଚେତନତା ରଥର ଉଦ୍‌ଘାଟନ କରିବା ସହିତ ସ୍ଥାନୀୟ ଟାଉନହଲଠାରେ ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଏହି ସଚେତନତା ରଥ ଜିଲ୍ଲାର ପ୍ରତ୍ୟେକ
Read More...

ଶଙ୍ଖନାଦ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବୌଦ୍ଧ, (ମମତା ମହାକୁର) : ବୌଦ୍ଧ ଜିଲ୍ଲା କଣ୍ଟାମାଲ ବ୍ଲକ ସିମିଳିପଦର ଗ୍ରା.ପ. ପତ୍ରପାଲିର ସାଂସ୍କୃତିକ ଅନୁଷ୍ଠାନ ଶଙ୍ଖନାଦ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ ଅବସରରେ ବହୁଚର୍ଚିତ ନାଟକ ସଂଧ୍ୟାତାରା ଅନୁଷ୍ଠିତ ଗତକାଲି ହୋଇଯାଇଛି । ଅନୁଷ୍ଠାନର ସଭାପତି ପ୍ରଫୁଲ୍ଲ ପ୍ରଧାନ
Read More...

କାର ଓ ବାଇକ ମୁହାଁମୁହିଁ ଧକ୍କା : ବାଇକ ଆରୋହି ଗୁରୁତର

ବୌଦ୍ଧ, (ବଂଶୀଧର ମାଝୀ) : କିଆକଟା ମହାନଦୀ ସେତୁ ଉପରେ କାର ଓ ବାଇକ ମୁହାଁମୁହିଁ ଧକ୍କାହୋଇ ବାଇକ ଆରୋହି ଗୁରୁତର ଆହତ ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାଇ ଶୀତ ଦିନେ ବାହାର ରାଜ୍ୟରୁ କମ୍ବଳ ବିକ୍ରି କରିବାକୁ ଆସିଥିବା ସାଇଦୁଲ ଇସଲାମ ନାମକ ଜଣେ ବ୍ୟବସାୟୀ କିଆକଟା ପଟେ
Read More...

ସମ୍ଭାବ୍ୟ ବାତ୍ୟା ନେଇ ବିଭିନ୍ନ ବିଭାଗର ସମୀକ୍ଷା ବୈଠକ

ବୌଦ୍ଧ, (ବଂଶୀଧର ମାଝୀ) : ଅତିରିକ୍ତ ଜିଲ୍ଲାପାଳ ବବିତା ରାଣୀ ଦଳବେହେରାଙ୍କ ଅଧ୍ୟକ୍ଷତାରେ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ସମସ୍ତ ବିଭାଗର ଅଧିକାରୀଙ୍କୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ବିଭିନ୍ନ ଘଟଣାମୂଳକ ପଏଣ୍ଟ ଉପରେ ପ୍ରତ୍ୟେକ ବିଭାଗର ଡେପୁଟି କଲେକ୍ଟର,
Read More...

ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ବେହେରାଙ୍କ ସ୍ମୃତିଚାରଣ ସଭା

ବୌଦ୍ଧ, (ବଂଶୀଧର ମାଝୀ) : ବଲାଙ୍ଗିର ଜିଲାର ଜଣାଶୁଣା ବରିଷ୍ଠ ସାମ୍ବାଦିକ, ସାହିତ୍ୟିକ, ସଂଗଠକ ଓ ନାଟ୍ୟକାର ସତ୍ୟନାରାୟଣ ବେହେରାଙ୍କ ୮୪ ବର୍ଷ ବୟସରେ ପରଲୋକ ହୋଇଯାଇଥିବା ବେଳେ ବୌଦ୍ଧଠାରେ ଏକ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଜିଲା ଷ୍ଟାଡିୟମ ପରିସରସ୍ଥିତ ଜିଲା କ୍ରୀଡା ସଂସଦ
Read More...

ଜିଲ୍ଲା ପରିବହନ ବିଭାଗର ତାଲିମ ଶିବିର ଅନୁଷ୍ଠିତ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ବୀରନରସିଂହପୁର ଉଚ୍ଚ ବିଦ୍ୟାଳୟରେ ରକ୍ଷକ ପ୍ରକଳ୍ପର ପ୍ରଥମ ପ୍ରତିକ୍ରିୟାଶୀଳ ବ୍ୟକ୍ତି ବିଶେଷଙ୍କୁ ନେଇ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଦୁର୍ଘଟଣାରେ ଆହତ ହେବାର ପ୍ରଥମ ଘଣ୍ଟା
Read More...

ବୌଦ୍ଧ ଜିଲ୍ଲା ପରିଷଦ ବୈଠକ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲା ପଞ୍ଚାୟତ ଭବନ ସମ୍ମିଳନୀ କକ୍ଷରେ ଜିଲାପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲା ପରିଷଦ ଅଧ୍ୟକ୍ଷା ଜ୍ୟୋତ୍ସ୍ନା ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କଣ୍ଟାମାଳ ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣା, ସାଂସଦ ପ୍ରତିନିଧି
Read More...

ଜିଲା ଯୋଜନା ବୋର୍ଡ ବୈଠକ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲା ପଞ୍ଚାୟତ କାର୍ୟ୍ୟାଳୟ ସମ୍ମିଳନୀ କକ୍ଷଠାରେ ଜିଲା ଯୋଜନା ବୋର୍ଡ ବୈଠକ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ୨୦୨୧-୨୨ ପାଇଁ ଯୋଜନା ବୋର୍ଡ ବୈଠକର ଆଭିମୁଖ୍ୟ ଉପରେ
Read More...

ହରଭଙ୍ଗା ଜେଏମ୍‌ଏଫ୍‌ସି କୋର୍ଟ ନୂତନ କୋଠା ଉଦ୍‌ଘାଟିତ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ହରଭଙ୍ଗା ଜେଏମ୍‌ଏଫ୍‌ସି କୋର୍ଟ ନୂତନ କୋଠା ଘର ସୋମବାର ଆଭାସି ମାଧ୍ୟମରେ ହାଇକୋର୍ଟ ମୁଖ୍ୟ ବିଚାରପତି ଡ.ଏସ ମୁରଲୀଧର, ବିଚାରପତି ସାବିତ୍ରୀ ରଥୋଙ୍କ କରକମଳରେ ଉଦ୍‌ଘାଟିତ ହୋଇଯାଇଛି । ହରଭଙ୍ଗାରେ ଏକ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତ
Read More...