Browsing Tag

boudh news

ବୌଦ୍ଧ ଜିଲ୍ଲା କଂଗ୍ରେସ କମିଟି ତରଫରୁ ଜନ ଜାଗରଣ ଅଭିଯାନ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା କଂଗ୍ରେସ କମିଟି ସଭାପତି ନବ କୁମାର ମିଶ୍ରଙ୍କ ନେତୃତ୍ଵରେ ଜନ ଜାଗରଣ ଅଭିଯାନ ରବିବାର ଜୋନ୍ ନଂ.୨ ରୁଣ୍ଡିମହୁଲ ଛକରୁ ପୂଜାର୍ଚ୍ଚନା ପରେ ଆରମ୍ଭ ହୋଇଯାଇଛି । ଏହି ଅବସରରେ କଂଗ୍ରେସ କର୍ମୀଙ୍କ ଏକ ଶୋଭାଯାତ୍ରା ରୁଣ୍ଡିମହୁଲରୁ ବାହାରି ପଲସାଗୋରାର
Read More...

ଦରଦାମ୍‌ ବୃଦ୍ଧି ପ୍ରତିବାଦରେ ବିଜେଡ଼ିର ବିକ୍ଷୋଭ ପ୍ରଦର୍ଶନ

ବୌଦ୍ଧ, (ବଂଶୀଧର ମାଝୀ) : ଦରଦାମ୍‌ ବୃଦ୍ଧି ପ୍ରତିବାଦରେ କଣ୍ଟାମାଳ ନିର୍ବାଚନ ମଣ୍ତଳି ବିଜେଡି ପକ୍ଷରୁ ପ୍ରତିବାଦ ଦେଖିବାକୁ ମିଳିଛି । କେନ୍ଦ୍ର ସରକାରଙ୍କ ଦରଦାମ ବୃଦ୍ଧିକୁ ପ୍ରତିବାଦ କରାଯିବା ସହ ବ୍ଲକ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । କଣ୍ଟାମାଳ ବ୍ଲକ ବିଡ଼ିଓଙ୍କ
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଭାସି ଜରିଆରେ ୫୭ଟି ପ୍ରକଳ୍ପର ଶିଳାନ୍ୟାସ ଓ ୨୨ଟି ପ୍ରକଳ୍ପର ଉଦ୍‌ଘାଟନ ହେବ

ବୌଦ୍ଧ, (ବଂଶୀଧର ମାଝୀ) : ଆସନ୍ତା ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶାଙ୍କ ଦ୍ୱାରା ଆଭାସି ଜରିଆରେ ବୌଦ୍ଧ ଜିଲ୍ଲାରେ ୪୬୩ କୋଟି ଟଙ୍କାର ୫୭ଟି ପ୍ରକଳ୍ପର ଶିଳାନ୍ୟାସ ଓ ୨୦ କୋଟି ଟଙ୍କାର ୨୨ ଗୋଟି ପ୍ରକଳ୍ପର ଉଦ୍‌ଘାଟନ କରାଯିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି । ଏହି ଅବସରରେ
Read More...

ରାଜ୍ୟରେ ପ୍ରତ୍ୟେକ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରାଇବା ମହିଳା ଆୟୋଗଙ୍କ ମୂଳ ଦାୟିତ୍ୱ

ବୌଦ୍ଧ,(ବଂଶୀଧର ମାଝୀ ): ବୌଦ୍ଧ ଟାଉନହଲଠାରେ ରାଜ୍ୟ ମହିଳା କମିଶନଙ୍କ ଦ୍ୱାରା ଆୟୋଜିତ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ମହିଳା କମିଶନ ଡଃ. ମିନତୀ ବେହେରା, ସଦସ୍ୟା ସୁଶ୍ରୀ ସ୍ନେହାଞ୍ଜଳୀ ମହାନ୍ତି, ଜଲିନା ପ୍ରିୟଦର୍ଶିନୀ, ଅତିରିକ୍ତ
Read More...

ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବଙ୍କ ବୌଦ୍ଧ ଗସ୍ତ

ବୌଦ୍ଧ, (ବଂଶୀଧର ମାଝୀ) : ମହିଳା ଓ ଶିଶୁ ବିକାଶ ବିଭାଗର ଅତିରିକ୍ତ ସଚିବ ରେଗା ଗୀତାରାଣୀ ପଟ୍ଟନାୟକ, ୟୁନିସେଫ ରାଜ୍ୟ ପରାମର୍ଶଦାତ୍ରୀ ଦେବୀକା ସାହୁ, ପ୍ରୋଗ୍ରାମ ମ୍ୟାନେଜର (ଓଏସ୍‌ସିପିସିଆର) ପ୍ରିତିକାନ୍ତ ପଣ୍ଡା, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଲକ୍ଷପତି ଭୋଇଙ୍କ ସହ ହରଭଙ୍ଗା ବ୍ଲକର
Read More...

ବାଲ୍ୟ ବିବାହ ରୋକିବାରେ ଜିଲ୍ଲା ପ୍ରଶାସନର ହସ୍ତକ୍ଷେପ

ବୌଦ୍ଧ, (ବଂଶୀଧର ମାଝୀ) : ଜିଲ୍ଲା ପ୍ରଶାସନର ହସ୍ତକ୍ଷେପ ଯୋଗୁଁ ଦୁଇଟି ବାଲ୍ୟ ବିବାହ ନିଷେଧ ହୋଇପାରିଛି । ଚାଇଲଡ୍‌ ଲାଇନ ସଦସ୍ୟ ଏବଂ ପୋଲିସର ସହଯୋଗରେ ଏହା ସମ୍ଭବ ହୋଇପାରିଛି । ଶିଶୁ ବିକାଶ ପ୍ରକଳ୍ପ ତଥା ବାଲ୍ୟ ବିବାହ ନିଷେଧ କାରିଣୀ ନିରୂପମା ପାଣି, ଚାଇଲଡ଼ ଲାଇନ ସଂଯୋଜିକା ବବିନା
Read More...

ମହିଳା କମିଶନଙ୍କ ବୌଦ୍ଧ ଗସ୍ତ ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି

ବୌଦ୍ଧ, (ବଂଶୀଧର ମାଝୀ) : ଆସନ୍ତା ୨୩ ତାରିଖ ଦିନ ରାଜ୍ୟ ମହିଳା କମିଶନଙ୍କ ମହିଳା ସଚେତନତା ଶିବିର ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ବୌଦ୍ଧ ଟାଉନହଲ ପରିସରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ୧୫ ଜଣ ଆଶାକର୍ମୀ, ମହାବିଦ୍ୟାଳୟ ୨୦ ଜଣ
Read More...

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ବଣ୍ଟନ ପାଇଁ ପ୍ରସ୍ତୁତି ବୈଠକ

ବୌଦ୍ଧ, (ବଂଶୀଧର ମାଝୀ) : ଶନିବାର ଜିଲାପାଳ ଲଲାଟେନ୍ଦୁ ମିଶ୍ରଙ୍କ ଅଧ୍ୟକ୍ଷତାରେ ତା ୨୫.୧୧.୨୦୨୧ ରିଖ ଦିନ ଆଭାସି ଜରିଆରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ନୂଆ ସ୍ମାର୍ଟକାର୍ଡ ବଣ୍ଟନ
Read More...

ବୌଦ୍ଧ ଜିଲ୍ଲା କଂଗ୍ରେସ କମିଟି ତରଫରୁ ଜନ ଜାଗରଣ ଅଭିଯାନ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା କଂଗ୍ରେସ କମିଟି ସଭାପତି ନବ କୁମାର ମିଶ୍ରଙ୍କ ନେତୃତ୍ଵରେ ଜନ ଜାଗରଣ ଅଭିଯାନ ରବିବାର ଜୋନ୍ ନଂ.୧ ଘଣ୍ଟାପଡ଼ା ହାଇସ୍କୁଲ ପଡ଼ିଆରେ ପୂଜାର୍ଚ୍ଚନା ପରେ ଆରମ୍ଭ ହୋଇଯାଇଛି । ଏହି ଅବସରରେ କଂଗ୍ରେସ କର୍ମୀଙ୍କ ଏକ ଶୋଭାଯାତ୍ରା ଘଣ୍ଟାପଡାରୁ ବାହାରି
Read More...

ଘଣ୍ଟାପଡା ଅଞ୍ଚଳରୁ ବାଘଛାଲ ଜବତ : ଜଣେ ଗିରଫ୍

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲାରେ ବନ୍ୟପ୍ରାଣୀ ଶିକାର ବଢି ଚାଲିଛି । ଲଗାତାର ବନ୍ୟପ୍ରାଣୀମାନଙ୍କୁ ଶିକାରୀମାନେ ଶିକାର କରୁଛନ୍ତି । ଏମିତି ଗୋଟିଏ ପରେ ଗୋଟିଏ ଘଟଣା ସାମ୍ନାକୁ ଆସୁଛି । ଏସବୁ ସତ୍ତ୍ବେ ବନବିଭାଗ କର୍ମଚାରୀଙ୍କ ଚେତା ପଶୁନି । ଫଳରେ ବିଭାଗୀୟ କାର୍ଯ୍ୟଦକ୍ଷତା
Read More...