Browsing Tag

boudh news

ଆଦିମ ଅଧିବାସୀ ଏକତା ମଞ୍ଚର ପ୍ରୟାସ : ମୋ ଚାଟଶାଳୀ କେନ୍ଦ୍ର ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ମାଗଣା ଶିକ୍ଷାଦାନ

ବୌଦ୍ଧ, (ବଂଶୀଧର ମାଝୀ) : କରୋନା ପାଇଁ ଦୀର୍ଘ ୧୭ ମାସ ହେବ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ମାନେ ବିଦ୍ୟାଳୟକୁ ପାଠ ପଢିବା ପାଇଁ ଯାଉନାହାନ୍ତି । ବିକଳ୍ପ ଶିକ୍ଷା ଭାବେ ସରକାର ଅନ୍‌ଲାଇନ୍‌ ଓ ୟୁଟ୍ୟୁବ୍‌ ମାଧ୍ୟମରେ ଶିକ୍ଷା ପ୍ରଦାନ କରୁଛନ୍ତି । କିନ୍ତୁ ବୌଦ୍ଧ ଭଳି ଜିଲ୍ଲାରେ
Read More...

୩ ଲକ୍ଷ ଟଙ୍କାର କପ୍‌ସିରପ୍‌ ଚୋରା ଚାଲାଣ ବେଳେ ଗୋଟିଏ ସ୍କୋର୍ପିଓ ସହ ଜଣଙ୍କୁ ଗିରଫ କଲା ପୋଲିସ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥରୁ ଗତକାଲି ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କାର କପ୍‌ସିରପ୍‌ ଚୋରା ଚାଲାଣ ବେଳେ ଗୋଟିଏ ସ୍କୋର୍ପିଓ ସହ ଜଣଙ୍କୁ ଗିରଫ କରିଛି ପୋଲିସ । ସୂଚନା ଅନୁଯାୟୀ ଭୁବନେଶ୍ୱରରୁ ବଲାଙ୍ଗିରକୁ
Read More...

ନୂଆପାଲି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବନ ମହୋତ୍ସବ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଆଦିବାସୀ ଉଚ୍ଚ ବିଦ୍ୟାଳୟ ନୂଆପାଲିର ପ୍ରଧାନ ଶିକ୍ଷକ ଅନନ୍ତ ଚରଣ କ୍ଷେତୀଙ୍କ ତତ୍ତ୍ୱାବଧାନରେ ମୋ ସ୍କୁଲ ଅଭିଯାନରେ ହୋଇଥିବା ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହର ଶୁଭ ଉଦଘାଟନ ଓ ବନ ମହୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି
Read More...

ଲାଞ୍ଚ କାରବାରକୁ ନେଇ ବିଜେପି ପକ୍ଷରୁ ଆନ୍ଦୋଳନ

ବୌଦ୍ଧ, (ବଂଶୀଧର ମାଝୀ) : ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତି କ୍ଷେତ୍ରରେ ବ୍ୟାପକ ଦୁର୍ନୀତି ତଥା ଲାଞ୍ଚ କାରବାରକୁ ନେଇ ଆଜି ବୌଦ୍ଧ ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଅଟଳ ପ୍ରଧାନଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି
Read More...

ପ୍ରସ୍ତାବିତ ଆରଆଇ ଅଫିସ ଦପଲାକୁ ସ୍ଥାନାନ୍ତର ପ୍ରତିବାଦରେ ଲମ୍ବସରୀ ପଞ୍ଚାୟତବାସୀଙ୍କ ପକ୍ଷରୁ କଣ୍ଟାମାଳ ତହସିଲ ଘେରାଉ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଲମ୍ବସରୀ ପଞ୍ଚାୟତରେ ପ୍ରସ୍ତାବିତ ଆର୍‌ଆଇ ଅଫିସ ଦପଲାକୁ ସ୍ଥାନାନ୍ତର ପ୍ରୟାସ ପ୍ରତିବାଦରେ ଆଜି ଲମ୍ବସରୀ ପଞ୍ଚାୟତ ସମେତ ଆଖପାଖ ୪୨ ଖଣ୍ତ ରାଜସ୍ୱ ଗ୍ରାମର ଲୋକେ କଣ୍ଟାମାଳ ଆରଆଇ ଅଫିସ ଘେରାଉ କରିଥିଲେ । ଗତ ୧୦ ବର୍ଷ ହେଲା
Read More...

ପ୍ରେସ କ୍ଲବର ଚତୁର୍ଥ ପ୍ରତିଷ୍ଠା ଦିବସ ପାଳନ : ରକ୍ତଦାନ ଓ ଫଳ ବଣ୍ଟନ

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ପ୍ରେସ କ୍ଲବର ଚତୁର୍ଥ ପ୍ରତିଷ୍ଠା ଦିବସ ଅବସରରେ ବୌଦ୍ଧ ରକ୍ତ ଭଣ୍ଡାରଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ । କୋରନା ଭଳି ଏପରି ଅଭାବନୀୟ
Read More...

ମହିଳାଙ୍କ ଭିଡିଓ ଉତ୍ତୋଳନ ପଡିଲା ମହଙ୍ଗା

ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଚାରଭାଟି ଗ୍ରାମରେ ଆଜି ସକାଳୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ମିଳିଥିବା ସୂଚନା ଅନୁସାରେ ଚାରଭାଟି ଗ୍ରାମର ଏକ ନାଳରେ ଗ୍ରାମର ଝିଅ ଓ ମହିଳା ମାନେ ଗାଧୋଉ ଥିବା ସମୟରେ ଜଣେ ବ୍ୟକ୍ତି ଏକ ଗଛ ତଳେ ଲୁଚି ମୋବାଇଲ ଯୋଗେ
Read More...

ରସୁଣ ବୋରାରେ ଗଂଜେଇ ଚୋରା ଚାଲାଣ ବେଳେ ଧରାପଡ଼ିଲେ ଦୁର୍ବୃତ୍ତ : ୨୨୪ କେଜି ଗଂଜେଇ ସହ ଗାଡ଼ି ଜବତ୍‌, ୩ ଗିରଫ

ବୌଦ୍ଧ, (ବଂଶୀଧର ମାଝୀ) : ରସୁଣ ବୋରାରେ ଗଂଜେଇ ଚୋରା ଚାଲାଣ ବେଳେ ପୋଲିସ ହାତରେ ଧରାପଡ଼ିଛନ୍ତି ଦୁର୍ବୃତ୍ତମାନେ । ଏହି ମାମଲାରେ ମନମୁଣ୍ଡା ପୋଲିସ ୨୨୪ କେଜି ଗଂଜେଇ ଓ ମାକ୍ସ ପିକ୍‌ଅପ୍‌ ଗାଡ଼ି ଜବତ୍‌ କରିବା ସହ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ୍‌ କରିଥିବା ଜଣାପଡ଼ିଛି । କେସ୍‌
Read More...

ଓଜେୟୁ ବୌଦ୍ଧ ଜିଲ୍ଲା ଶାଖାର ନୂତନ କର୍ମକତ୍ତା ଚୟନ : ସଭାପତି ପୂର୍ଣ୍ଣଚନ୍ଦ୍ର, ସଂପାଦକ ଭାଗବତ

ବୌଦ୍ଧ, (ବଂଶୀଧର ମାଝୀ) : ଓଡିଶା ଜର୍ଣ୍ଣାଲିଷ୍ଟ ୟୁନିୟନ ଓଜେୟୁ ବୌଦ୍ଧ ଜିଲ୍ଲା ଶାଖାର ଏକ ସାଧାରଣ ବୈଠକ ବୌଦ୍ଧ ଠାରେ ଅନୁଷ୍ଠିତ ହୋଇଯାଇଛି । ବୌଦ୍ଧ ଜିଲ୍ଲା ସଭାପତି ସୁକାନ୍ତ ପଟ୍ଟନାୟକଙ୍କ ଇସ୍ତଫା ପରେ ସାଂଗଠନିକ କର୍ମକତ୍ତା ପୁନଃ ଚୟନ କରାଯାଇଛି । ସୁକାନ୍ତ ପଟ୍ଟନାୟକଙ୍କ
Read More...

ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣରେ ଶିକ୍ଷକ ସଂଘର ଦୃଢ଼ ନିନ୍ଦା

ବୌଦ୍ଧ, (ମମତା ମହାକୁର) : ବଲାଙ୍ଗିର ଜିଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଅଏଁଲାସାରି ଗ୍ରାମର ଶିକ୍ଷକ ଉକାଲୁ ସା ବଲାଙ୍ଗିରରୁ ନିଜ ଗାଁକୁ ଫେରୁଥିବା ବେଳେ କେତେ ଜଣ ଦୁର୍ବୃତ୍ତ ଆକ୍ରମଣ କରିଥିଲେ ଏବଂ ଲୁହା ଛଡ଼ରେ ତାଙ୍କୁ ମାଡ଼ମାରି ତାଙ୍କଠାରୁ ଟଙ୍କାପଇସା ଲୁଟି ନେଇ ତାଙ୍କର ହାତ, ଗୋଡ଼
Read More...