ବୌଦ୍ଧ ଜିଲ୍ଲାରେ ନିୟମିତ ଟୀକାକରଣ କାର୍ଯ୍ୟକ୍ରମରେ ସାମିଲ ହେଲା ନିମୋକୋକାଲ କଜୁଗେଟ୍ ଟୀକା
ବୌଦ୍ଧ, (ବଂଶୀଧର ମାଝୀ) : ନିମୋନିଆ ଜନିତ ଶିଶୁମୃତ୍ୟୁକୁ ରୋକିବା ପାଇଁ ସାରା ରାଜ୍ୟରେ ନିମୋକୋକାଲ୍ କଜୁଗେଟ୍ ଟୀକାକୁ ନିୟମିତ ଟୀକାକରଣ କାର୍ଯ୍ୟକ୍ରମରେ ସାମିଲ କରାଯାଇଛି । ରାଜ୍ୟସ୍ତରରେ ଏକ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଏହାକୁ ଉଦ୍ଘାଟନ କରିଥିଲେ!-->…
Read More...
Read More...