ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ଦମ୍ପତିଙ୍କ ଜୀବନ
ବୌଦ୍ଧ : କିଆକଟା ଓଭର୍ବ୍ରିଜ ଉପରେ ଘଟଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାସ୍ତାକଡ଼ରେ ଗାଡ଼ି ରଖି ଦୁଇଝିଅ ଚଲାପଥ ଉପରେ ଠିଆ ହୋଇ ମହାନଦୀ ଦେଖୁଥିଲେ । ବାଇକରେ ବସିଥଲେ ମିଟୁ ବେହେରା ଓ ତାଙ୍କ ପତ୍ନୀ ମନୋରମା ବେହେରା । ଏହି ସମୟରେ କିଆକଟା ଆଡ଼ରୁ ଦ୍ରୁତ ଗତିରେ ଆସୁଥିବା ଏକ!-->…
Read More...
Read More...