ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭିଡିଓ କନଫରେନ୍ସ ମାଧ୍ୟମରେ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ
ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୬କିଲୋ ଲିଟର ବିଶିଷ୍ଟ ତରଳ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ସ୍ଥାପନ ଅନୁଷ୍ଠିତ ହୋଇଯାଇଛି । ଶୁକ୍ରବାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଭିଡିଓ କନଫରେନ୍ସ ମାଧ୍ୟମରେ!-->…
Read More...
Read More...