ଏବେ କୋରନା ଗାଁ ମୁହାଁ, ସ୍ଥିତି ଅସମ୍ଭାଳ : ଗାଁ ଗାଁରେ ଜ୍ଵର ଆରମ୍ଭ
ବୌଦ୍ଧ, (ମମତା ମହାକୁର) : ଆଜି ଜିଲ୍ଲାର ବିଭିନ୍ନ ଗ୍ରାମରୁ ୧୮୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିଆର ସିଂଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ବୌଦ୍ଧବ୍ଲକ!-->…
Read More...
Read More...