ଭାରସାମ୍ୟ ହରାଇ ଓଲଟିଲା ଟ୍ରକ୍ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ଖଲାସୀ
ବୌଦ୍ଧ, (ବଂଶୀଧର ମାଝୀ) : ଆଜି ସକାଳେ ହରଭଙ୍ଗା ବ୍ଲକ ପୁରୁଣା କଟକ ଥାନା ଅନ୍ତର୍ଗତ କରଡାକୋଠା ଦେଇ ଯାଇଥିବା ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥରେ ଭାରସାମ୍ୟ ହରାଇ ଏକ ମାଲବାହୀ ଟ୍ରକ ରାସ୍ତାରେ ଓଲଟି ପଡିଥିଲା । ହେଲେ ସୌଭାଗ୍ୟ ବଶତଃ ଟ୍ରକର ଡ୍ରାଇଭର ଓ ଖଲାସୀ ଅଳ୍ପକେ!-->…
Read More...
Read More...