ପୁରୀ ରଥଯାତ୍ରା ପାଇଁ ବୌଦ୍ଧରୁ ଗଲା ରଥକାଠ
ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ବନଖଣ୍ଡ ତରଫରୁ ଚଳିତବର୍ଷ ପୁରୀ ରଥଯାତ୍ରା ପାଇଁ ୨୪୦ଖଣ୍ଡ ରଥ କାଠରୁ ଆଜି ୯୬ ଖଣ୍ଡ ରଥକାଠ ରଥ ନିର୍ମାଣ ପାଇଁ ରଥଖଳା ପୁରୀକୁ ପଠାଯାଇଛି । ସମସ୍ତ ରୀତିନୀତି ଆଧାରରେ ପବିତ୍ର ରଥକାଠର ପୂଜାର୍ଚ୍ଚନା ପରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ସବୁଜପତାକା ଦେଖାଇ!-->…
Read More...
Read More...