ପୁରୀ ଘୋଷଯାତ୍ରା ପାଇଁ ୨ୟ ପର୍ଯ୍ୟାୟରେ ଗଲା ୩୧ଖଣ୍ଡ କାଠ
ବୌଦ୍ଧ, (ବଂଶୀଧର ମାଝୀ) : ପୁରୀରେ ହେବାକୁଥିବା ବିଶ୍ୱ ପ୍ରସିଦ୍ଧ ଘୋଷ ଯାତ୍ରା ସକାଶେ ରଥ ନିର୍ମାଣ ପାଇଁ ସୋମବାର ବୌଦ୍ଧ ବନଖଣ୍ଡ ଅଧିନସ୍ଥ ହାତୀଧରା ସଂରକ୍ଷିତ ଜଙ୍ଗଲରୁ ଦ୍ୱିତୀୟ ପର୍ଯ୍ୟାୟରେ ୩୧ଖଣ୍ଡ ଅସନ କାଠ ପଠାଗଲା । ସେଥି ମଧ୍ୟରୁ ୨୦ଫୁଟ ଲମ୍ବ ୩ଫୁଟ ଗୋଲେଇର ୧୦ଖଣ୍ଡ ଏବଂ ୧୨ଫୁଟ!-->…
Read More...
Read More...