ସାନ ଭାଇକୁ ମାରି ପୋଡି ଦେଇଥିବା ଅଭିଯୋଗ
ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ଅଞ୍ଚଳରେ ପାରିବାରିକ କଳହକୁ ନେଇ ଏକ ହତ୍ୟାକାଣ୍ଡ ଘଟିଥିବା ଚର୍ଚ୍ଚାର ବିଷୟ ହୋଇଛି । ବଡ଼ ଦୁଇଭାଇ ମିଶି ସାନ ଭାଇକୁ ହତ୍ୟା କରିବା ପରେ ଘର ଆଗରେ ଏକ ବିଲରେ କିରୋସିନ ଢାଳି ପୋଡି ଦେଇଥିବା ବାଉଁଶୁଣୀ ଥାନାରେ ଅଭିଯୋଗ ହୋଇଛି ।!-->…
Read More...
Read More...