ଝିଙ୍କରପାଲି ଗ୍ରାମରେ ଥିବା ପୁରାତନ ଐତିହ୍ୟ ଶିଳାଲେଖର ଦୃଷ୍ଟି ଆକର୍ଷଣ ପାଇଁ କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ…
ବୌଦ୍ଧ, (ବଂଶୀଧର ମାଝୀ) : କଣ୍ଟାମାଳ ବ୍ଲକ ପଲସାଗୋରା ପଞ୍ଚାୟତ ଅଧିନ ଝିଙ୍କରପାଲି ଗ୍ରାମରେ ଥିବା ପୁରାତନ କୀର୍ତ୍ତିରାଜିର ପୁନରୁଦ୍ଧାର ପାଇଁ ଭାରତ ସରକାରଙ୍କ ପ୍ରତ୍ନତତ୍ତ୍ବ ଗବେଷଣା ପ୍ରତିଷ୍ଠାନ ପ୍ରତିନିଧି ଦଳଙ୍କ ଦ୍ବାରା ସର୍ବେକ୍ଷଣ କରାଯାଇ ଏହାର ପୁନରୁଦ୍ଧାର କରିବା ପାଇଁ ରାଜ୍ୟ!-->…
Read More...
Read More...