ଟ୍ରକ ଓ ବାଇକ ଧକ୍କା : ବାପ ଓ ପୁଅ ମୃତ
ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ଥାନା ଅଞ୍ଚଳରେ ଟ୍ରକ୍ ଓ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାପ ଓ ପୁଅ ଦୁହିଙ୍କ ମୃତ୍ୟୁ ହୋଇଛି । ତେବେ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି । କ୍ଷତିପୂରଣ ଦାବୀରେ ଉତ୍ୟକ୍ତ ଲୋକେ ନଂ.୫୭ ଜାତୀୟ!-->…
Read More...
Read More...