୧୦ଜିଲ୍ଲାର ଜିଲ୍ଲାପାଳଙ୍କ ସହ ବନ୍ୟାସ୍ଥିତି ଆଲୋଚନା କଲେ ଶାସନ ସଚିବ ଅସିତ ତ୍ରିପାଠୀ
ବୌଦ୍ଧ,(ବଂଶୀଧର ମାଝୀ): ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ପ୍ରବଳ ବର୍ଷା ପାଇଁ କେତେକ ସ୍ଥାନରେ ବନ୍ୟା ପରିସ୍ଥିତି ଉପୁଜିଛି । ଏହାସହ ଆସନ୍ତା ୧୯ରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛି । ଅନ୍ୟପଟେ ବୌଦ୍ଧ ଜିଲ୍ଲା!-->…
Read More...
Read More...