ପଞ୍ଚାୟତ ସମିତି ସପ୍ତମ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ
ବୌଦ୍ଧ, (କେପିଏନ୍ଏସ୍) : ବୌଦ୍ଧ ଜିଲ୍ଲା ହରଭଙ୍ଗା ପଂଚାୟତ ସମିତି ସଭାଗୃହରେ ବୁଧବାର ଦିନ ହରଭଙ୍ଗା ପଂଚାୟତ ସମିତିର ସପ୍ତମ ସାଧାରଣ ପରିଷଦ ବୈଠକ ବ୍ଲକ ଅଧ୍ୟକ୍ଷା ସ୍ନେହଲତା ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ବିଡ଼ିଓ ଶରତ କୁମାର ସେଠି ବୈଠକ ପରିଚାଳନା କରିଥିବା ବେଳେ!-->…
Read More...
Read More...