ବୌଦ୍ଧରେ କଂଗ୍ରେସର ଶକ୍ତି ପ୍ରଦର୍ଶନ : ନାମାଙ୍କନ ପତ୍ର ଦାଖଲ କଲେ ବୌଦ୍ଧ ଓ କଣ୍ଟାମାଳ ବିଧାନସଭା ପ୍ରାର୍ଥୀ
ବୌଦ୍ଧ, (ଜୟାନନ୍ଦ ମିଶ୍ର) : ଆଜି ବୌଦ୍ଧ ଜିଲ୍ଲାର ଦୁଇ ବିଧାନସଭା ଆସନ ପାଇଁ କଂଗ୍ରେସ ତରଫରୁ ନାମାଙ୍କନ ପତ୍ର ଦାଖଲ କରାଯାଇଛି । ବିଧାନସଭାର ୮୬ତମ ଆସନ ପାଇଁ ବୌଦ୍ଧ ଜିଲ୍ଲାର ବଶିଷ୍ଠ ଆଇନଜୀବୀ ତଥା ବୌଦ୍ଧ ଜିଲ୍ଲା କଂଗ୍ରେସ ସଭାପତି ନବ କୁମାର ମିଶ୍ର ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ!-->…
Read More...
Read More...