ଯୁବ ରେଡକ୍ରସ୍ ତରଫରୁ ବିଶ୍ଵ ସ୍ବାସ୍ଥ୍ୟ ଦିବସ ପାଳିତ
ବୌଦ୍ଧ, (ବଂଶୀଧର ମାଝୀ) : ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ଠାରେ ଯୁବ ରେଡକ୍ରସ୍ ଶାଖା ତରଫରୁ ବିଶ୍ଵ ସ୍ବାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ଯୁବ ରେଡକ୍ରସର ସମ୍ପାଦକ ଅଧ୍ୟାପକ ପ୍ରବୀର କୁମାର ଦାସଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବରେ ମହାବିଦ୍ୟାଳୟର ଅଧ୍ୟକ୍ଷ!-->…
Read More...
Read More...