Browsing Tag

bramhapur news

ଛତ୍ରପୁର ଉଦ୍ୟାନ ବିଭାଗ ପକ୍ଷରୁ ଉନ୍ନତ ଫଳ ଚାଷ ଉପରେ ପ୍ରଶିକ୍ଷଣ ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : କୃଷି ବିଜ୍ଞାନ କେନ୍ଦ୍ର ଆନୁକୂଲ୍ୟରେ ଛତ୍ରପୁର ଉଦ୍ୟାନ ବିଭାଗ ସହଯୋଗରେ ସ୍ଥାନୀୟ ବ୍ଲକ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ୨ ଦିନ ଧରି ଉନ୍ନତ ବୈଜ୍ଞାନିକ ପ୍ରଣାଳୀରେ ବିଭିନ୍ନ ଫଳଚାଷ ଉପରେ ଦୁଇ ଦିନିଆ ତାଲିମ୍ ଶିବିର
Read More...

ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଗଞ୍ଜାମ ଜିଲ୍ଲା ଗସ୍ତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ରବିବାର ଗଞ୍ଜାମ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ପରିଦର୍ଶନ କରିଥିଲେ । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା
Read More...

ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟର ସ୍ନାତକୋତ୍ତର ବାଣିଜ୍ୟ ବିଭାଗରେ ୨ ଦିନିଆ ଦିଗଦର୍ଶନ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟର ସ୍ନାତକୋତ୍ତର ବାଣିଜ୍ୟ ବିଭାଗ ପକ୍ଷରୁ ନଭେମ୍ବର ୫ ଓ ୬, ୨୦୨୪ରେ ନବାଗତ ଛାତ୍ରଛାତ୍ରୀଙ୍କ ନିମନ୍ତେ ଦୁଇ ଦିନିଆ ଦିଗଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଛି । ଏଥିରେ ଛାତ୍ରଛାତ୍ରୀଙ୍କୁ ସ୍ନାତ୍ତକୋତ୍ତର
Read More...

ସୁଜିତ କୁମାର ଶତପଥିଙ୍କୁ ବ୍ରହ୍ମପୁର ମହାନଗର ‘ପୁସ୍ତକମେଳା ଯୁବ ପ୍ରତିଭା ସମ୍ମାନ – ୨୦୨୪ ’

ବ୍ରହ୍ମପୁର, (କେପିଏନ୍‌ଏସ୍‌) : ଯୁବକବି ସୁଜିତ୍‌ କୁମାର ଶତପଥିଙ୍କୁ ବ୍ରହ୍ମପୁର ମହାନଗର ‘ପୁସ୍ତକମେଳା ଯୁବ ପ୍ରତିଭା ସମ୍ମାନ - ୨୦୨୪ ’ ପ୍ରଦାନ କରାଯାଇଛି । ଖଲ୍ଲିକୋଟ ମହାବିଦ୍ୟାଳୟ ଷ୍ଟାଡିୟମ୍ ପରିସରରେ ଅନୁଷ୍ଠିତ ଏକାଦଶ ବ୍ରହ୍ମପୁର ମହାନଗର ପୁସ୍ତକମେଳା ଅବସରରେ କବିତା ରଚନା
Read More...

ଚାହିଦା ମେଣ୍ଟାଇବା ସକାଶେ ଜିଲ୍ଲାରେ ୧୭୫୦ ହେକ୍ଟର ଆଳୁଚାଷ କରାଯିବ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ କୃଷି ଓ ଉଦ୍ୟାନ କୃଷି କ୍ଷେତ୍ର ସକାଶେ ଅନ୍ୟତମ ସମ୍ଭାବ୍ୟ ଜିଲ୍ଲା ଭାବେ ପରିଗଣିତ ହୋଇଛି । କ୍ଲଷ୍ଚରସ୍ତରୀୟ ଆଳୁଚାଷ କରାଗଲେ କମ୍ ଖର୍ଚ୍ଚ ପରିଚାଳନାରେ ଉତ୍ପାଦକତା ବୃଦ୍ଧି ହୋଇପାରିବ ଏବଂ ବଜାରରେ କୃଷକଗଣ ପ୍ରତିଯୋଗିତା ମୂଳକ ଲାଭବାନ
Read More...

ବେଲଗୁଣ୍ଠା ଏନ୍‌.ଏ.ସି. ଉପାଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଏନ୍‌.ଏ.ସି.ର ଉପାଧ୍ୟକ୍ଷା ଟି. ବବିତା କୁମାରୀଙ୍କ ବିରୋଧରେ ଉକ୍ତ ଏନ୍‌.ଏ.ସି.ର ୧୧ ଜଣ କାଉନସିଲର ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ଭେଟି ଉପାଧ୍ୟକ୍ଷାଙ୍କ ବିରୋଧରେ
Read More...

ତାରାତାରିଣୀଙ୍କ ମନ୍ଦିରରୁ ଦେବୀଙ୍କ ଅଳଙ୍କାର, ମୁକୁଟ, କୀରଟି ଚୋରି ଘଟଣା

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ଯାହାକି, ପୂଣ୍ୟତ୍ତୋୟା ଋଷିକୂଲ୍ୟା ନଦୀ କୂଳବତ୍ତୀ ତଥା ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁର ନିକଟରେ ଅବସ୍ଥାପିତ ମା’ ତାରାତାରିଣୀଙ୍କ ମନ୍ଦିରରୁ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ଖବର ମିଳିଛି ।
Read More...

ବିପର୍ଯ୍ୟୟ ମୁକାବିଲା ଦିଗରେ ଗଞ୍ଜାମ ଜିଲ୍ଲାର କରପଡା ଟିମ୍ ପୁରସ୍କୃତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଜାତୀୟ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପରିଚାଳନା ଓ ସଚେତନତା ନିମନ୍ତେ ପ୍ରତିଟି ଗ୍ରାମପଞ୍ଚାୟତରେ ସର୍ଚ୍ଚ ଓ ରେସ୍କୁ ଟିମ୍ ଗଠନ କରାଯାଇଛି । ଏହି ଟିମ୍ କେତେ ଦୂର ସକ୍ରିୟ ଭାବେ କାର୍ଯ୍ୟ କରୁଛି । ସେନେଇ ବ୍ଲକ ସ୍ତରରୁ ଜିଲ୍ଲାସ୍ତର ଏବଂ
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀ, ଗବେଷକ ଓ ଅଧ୍ୟାପକ ମାନଙ୍କ ପାଇଁ ଏକଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟସ୍ଥ ରଘୁନାଥ ପ୍ରସାଦ ପାଢୀ ଗ୍ରନ୍ଥାଗାର, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ତରଫରୁ କୁଳପତି ପ୍ରଫେସର ଗୀତାଞ୍ଜଳି ଦାସଙ୍କର ପ୍ରେରଣାରେ ଛାତ୍ରଛାତ୍ରୀ, ଗବେଷକ ଓ ଗବେଷିକା, ଅଧ୍ୟାପକ ଓ ଅଧ୍ୟାପିକା ମାନଙ୍କ ପାଇଁ ଏକ
Read More...

ତେଲେଙ୍ଗାନା ସଡ଼କ ଦୁର୍ଘଟଣାରେ ୪ ସାମ୍ବାଦିକ ଗୁରୁତର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ତେଲେଙ୍ଗାନା ସଡ଼କ ଦୁର୍ଘଟଣାରେ ମାଲକାନଗିରି ଅଞ୍ଚଳର ୪ ଜଣ ସାମ୍ବାଦିକ ଗୁରୁତର ହୋଇ ପଡିଛନ୍ତି ବୋଲି ସୂଚନା ମିଳିଛି । ପ୍ରକାଶ ଯେ' ଓଡ଼ିଶାର ମାଲକାନଗିରି ଜିଲ୍ଲାରୁ ତିରୁପତି ତୀର୍ଥ କ୍ଷେତ୍ରକୁ ଦର୍ଶନ ସାରି ଫେରୁଥିବା ସମୟରେ ରାମେଶ୍ୱରର
Read More...