୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : କନ୍ଧମାଳ ଜିଲ୍ଲା ଅନ୍ତର୍ଗତ ଫିରିଙ୍ଗିଆ ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ଅଶୋକ ପାଢ଼ୀ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ସୂଚନା ଯୋଗ୍ୟ ଯେ, ଏକ ସରକାରୀ କ୍ଵାଟର ମରାମତି କାର୍ଯ୍ୟର ଫାଇନାଲ ବିଲ କରାଇ ଦେବା ପାଇଁ ଠିକାଦାରଙ୍କ ଠାରୁ ୧୦!-->…
Read More...
Read More...