Browsing Tag

bramhapur news

ମାଁ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା : ପ୍ରଥମ ପାଳିରେ ଲକ୍ଷାଧିକ ଜନସମାଗମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମାଁ ତାରାତାରିଣୀଙ୍କ ଚୈତ୍ର ମେଳା ୨୦୨୫ ପ୍ରଥମ ପାଳି ମଙ୍ଗଳବାର ଶାନ୍ତି ଶୃଙ୍ଖଳାର ସହିତ ପାଳିତ ହୋଇଯାଇଛି ।ମାଁଙ୍କ ଦର୍ଶନ ନିମନ୍ତେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କର ଜନସମାଗମ ହୋଇଥିଲା । ରାତ୍ର ୩ଟା ଠାରୁ ସିଂହ ଦ୍ଵାର ଦେଇ ପାହାଚ ଚଢି ମନ୍ଦିର
Read More...

ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଅଙ୍ଗନବାଡି ଲେଡିସ ୱାର୍କର୍ସ ଆସୋସିଏସନର ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭାରତୀୟ ମଜଦୁର ସଙ୍ଘ ସଂଲଗ୍ନ ଅଲ ଓଡିଶା ଅଙ୍ଗନବାଡି ଲେଡିସ ୱାର୍କର୍ସ ଆସୋସିଏସନ ଗଞ୍ଜାମ ଜ଼ିଲ୍ଲା ପକ୍ଷରୁ ଗଞ୍ଜାମ ଜ଼ିଲ୍ଲାପାଳଙ୍କ କାର୍ଯ୍ୟଳୟ ଆଗରେ ୧୦ ଦଫା ଦାବୀ ନେଇ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏଥିରେ ସଭାନେତ୍ରୀ ହେମଲତା
Read More...

ଚୈତ୍ର ପର୍ବ ଅବସରରେ ତାରାତାରିଣୀ ପୀଠରେ : ଗଞ୍ଜାମ ଜିଲ୍ଲାପ୍ରଶାସନ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଁ ତାରାତାରିଣୀ ପୀଠ ଠାରେ ଅନୁଷ୍ଠିତ ହେଉଥିବା ଚୈତ୍ର ପର୍ବ ପାଳନ ଅବସରରେ ଭକ୍ତ ମାନଙ୍କ ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ଭଜନ ସମାରୋହ ଓ ଲୋକନୃତ୍ୟ ସଂସ୍କୃତି ଭାରତ ଲୀଳା ସୋମବାର ପରିବେଷଣ
Read More...

ପୁଣି ଜାଲ କାଗଜପତ୍ର କରି ମନ୍ଦିର ଜମି ଦଖଲ ଅଭିଯୋଗ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପୁଣି ମନ୍ଦିର ଜମି ଦଖଲ କରି ଜାଲ କାଗଜପତ୍ରରେ ବିକ୍ରି କରିବା ବ୍ରହ୍ମପୁରରେ ଦଲାଲ ସକ୍ରୀୟ ହୋଇଥିବା ଜଣାଯାଇଛି । ବ୍ରହ୍ମପୁର ସାନ ବଜାର ଛକ ସ୍ଥିତ ଭେଙ୍କେଟେଶ୍ୱର ମହାପ୍ରଭୁଙ୍କ ୧୦ ଏକର ଜମିକୁ ଏବେ ଦଖଲ କରିଛନ୍ତି କିଛି ବ୍ୟବସାୟୀ ଓ ଦଲାଲ ।
Read More...

ଭଞ୍ଜନଗର ଉପ-ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଯୁଗ୍ମ ଅଭିଯୋଗ ଶୁଣାଣୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭଞ୍ଜନଗରରେ ଜିଲ୍ଲା ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନସମାଧାନ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ପ୍ରମୋଦ କୁମାର ପୃଷ୍ଟି, ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ, ଭଞ୍ଜନଗର ଉପଜିଲ୍ଲାପାଳ
Read More...

୩ ବର୍ଷ ଶିଶୁର ଦୁଇଟି କିଡ଼ନୀ ଖରାପ : କିଡ଼ନୀ ପ୍ରତ୍ୟାରୋପଣ ବ୍ୟବସ୍ଥା କରିବ ଗଞ୍ଜାମ ଜିଲ୍ଲାପ୍ରଶାସନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମପଞ୍ଚାୟତର ଲକ୍ଷ୍ମଣନଗର ଅଞ୍ଚଳର ଏନ.କ୍ରିଷ୍ଣା ରେଡ୍ଡୀ ଓ ଉର୍ମିଳା ରେଡ୍ଡୀଙ୍କ ୩ ବର୍ଷର କନ୍ୟା ଅନୁଷ୍କାଙ୍କ ଦୁଇଟି କିଡ଼ନୀ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି । କଟକ ଶିଶୁ ଭବନରେ ନିୟମିତ
Read More...

୧୩ ମାସ ହେଲା ଅଙ୍ଗନୱାଡି କେନ୍ଦ୍ର ବନ୍ଦ, ସମାଧାନ ନ ହେଲେ ଆନ୍ଦୋଳନ କରିବାକୁ ଗଞ୍ଜାମ ବ୍ଲକ କୁଜିଢେପା ଗ୍ରାମବାସୀଙ୍କର…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ବ୍ଲକ ଅନ୍ତର୍ଗତ କୁଜିଢେପା ଗ୍ରାମରେ ଥିବା ଅଙ୍ଗନୱାଡି କେନ୍ଦ୍ର ୧୩ ମାସ ହେଲା ବନ୍ଦ ରହିଛି । ଫଳରେ ଗର୍ଭବତୀ, ଶିଶୁମାନେ ବିଶେଷ ପ୍ରଭାବିତ ହୋଇଛନ୍ତି । ଖାଦ୍ୟ ଯୋଗାଣ ଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟ ପରୀକ୍ଷା, ଔଷଧ ବଣ୍ଟନ, ପାଠପଢ଼ା ଓ
Read More...

ଭାରତର ସାମୁଦ୍ରିକ ମତ୍ସ୍ୟ ଓ ଚିଙ୍ଗୁଡ଼ି ରପ୍ତାନୀରେ ଓଡ଼ିଶାର ସ୍ଥାନ ଶୀର୍ଷରେ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭାରତର ସାମୁଦ୍ରିକ ମତ୍ସ୍ୟ ଓ ଚିଙ୍ଗୁଡ଼ି ରପ୍ତାନୀରେ ଓଡ଼ିଶାର ସ୍ଥାନ ଶୀର୍ଷରେ ରହିଛି, ଯାହା ଏ ଦିଗରେ ଓଡ଼ିଶାର ମତ୍ସ୍ୟଜିଵୀ ମାନଙ୍କର ଭୂମିକା ଏକ ସ୍ୱତନ୍ତ୍ର ସ୍ଥାନ ଭାବେ ପରିଚୟ ସୃଷ୍ଟି କରିଛି ବୋଲି ରାଜ୍ୟ ସାମୁଦ୍ରିକ ଦ୍ରବ୍ୟ ରପ୍ତାନୀ
Read More...

ସଫଳତା ବଖାଣିଲେ କୃତି ନ୍ୟାୟିକ ଅଧିକାରୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଚଳିତବର୍ଷ ମାର୍ଚ୍ଚ ୧୩ ତାରିଖରେ ଓଡିଶା ଜୁଡିସିଆଲ ସର୍ଭିସ (ଓଜେଏସ), ୨୦୨୩ର ଫଳାଫଳ ପ୍ରକାଶ ପାଇଛି ଓ ୩୩ଜଣ ଛାତ୍ରଛାତ୍ରୀ ନ୍ୟାୟିକ ଅଧିକାରୀ ଭାବେ ସଫଳତା ପାଇଛନ୍ତି । ଆଜି ଏହି କୃତି ଛାତ୍ରଛାତ୍ରୀମାନଙ୍କୁ ଭୁବନେଶ୍ୱର ସ୍ଥିତ ପ୍ରମୁଖ ଆଇନ
Read More...

ପୂର୍ବତନ ସରପଞ୍ଚ କେ ହରିବନ୍ଧୁ ରେଡ୍ଡିଙ୍କ ଉପରେ ଆକ୍ରମଣ

ବ୍ରହ୍ମପୁର : ସାଂସଦ ପ୍ରତିନିଧି ତଥା ଗଡଗୋବିନ୍ଦପୁର ପୂର୍ବତନ ସରପଞ୍ଚ କେ ହରିବନ୍ଧୁ ରେଡ୍ଡୀଙ୍କୁ ଦିଗପହଣ୍ଡିରେ ଆକ୍ରମଣ । ମନରେଗା କାମକୁ ନେଇ ଆକ୍ରମଣ ହୋଇଥିବା ଅଭିଯୋଗ । ଗୁରୁତର ଅବସ୍ଥାରେ ହରିବନ୍ଧୁ ରେଡ୍ଡୀଙ୍କୁ ପ୍ରଥମେ ଚିକିଟି ମେଡ଼ିକାଲରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କ
Read More...