Browsing Tag

bramhapur news

ଛତ୍ରପୁର ମ୍ୟୁନିସପାଲିଟିକୁ ରାଜ୍ୟର ଆଦର୍ଶ ଏକ ନମ୍ବର କରିବାକୁ ପ୍ରୟାସ ଜାରୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ମ୍ୟୁନିସପାଲିଟିକୁ ଏକ ନମ୍ବର କରିବା ପ୍ରୟାସ ଜାରୀ ରହିଛି ବୋଲି କର୍ତ୍ତୃପକ୍ଷ ଓ ଅତିଥୀବୃନ୍ଦ ପ୍ରତିଶୃତି ଦେଇଛନ୍ତି । ଛତ୍ରପୁର ପୌରପରିଷଦ ପକ୍ଷରୁ ଆୟୋଜିତ ଅଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ…
Read More...

ଛତ୍ରପୁର ସହରାଞ୍ଚଳରୁ ବୁଲା ଗାଈଗୋରୁ ଉଚ୍ଛେଦ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସଦର ଦପ୍ତରାଞ୍ଚଳରେ ବୁଲା ଗାଈଗୋରୁଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଏକ ଜଟିଳ ସମସ୍ୟା ଦେଖାଦେଇଛି । ଗାଁ, ସହର, ହାଟବଜାର, ରସ୍ତାଘାଟ, ମୁଖ୍ୟସଡ଼କ ପଥରେ ଟ୍ରାଫିକ ନିୟନ୍ତ୍ରଣରେ ବିପର୍ଯ୍ୟସ୍ତ…
Read More...

ନାଳନ୍ଦା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ଥାୟୀ ଲୋକ ଅଦାଲତ ସମ୍ପର୍କିତ ଆଇନ ସଚେତନତା କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଗଞ୍ଜାମ ପକ୍ଷରୁ ନାଳନ୍ଦା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବ୍ରହ୍ମପୁର ପରିସରରେ ସ୍ଥାୟୀ ଲୋକ ଅଦାଲତର ପ୍ରତିଷ୍ଠା ଓ କାର୍ଯ୍ୟାବଳୀ ଉପରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଜିଲ୍ଲା ଆଇନ…
Read More...

ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାନ୍ତିକୁଣ୍ଡ ଶାଖା ପକ୍ଷରୁ ପବିତ୍ର ରକ୍ଷାବନ୍ଧନ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ଵବିଦ୍ୟାଳୟ, ଗିରିରୋଡ଼ ପ୍ରାଙ୍ଗଣରେ ଅବସ୍ଥିତ ଶାନ୍ତିକୁଣ୍ଡ, ଶାଖା ଆଧ୍ୟାତ୍ମିକ ପର୍ବରେ ପବିତ୍ର ରକ୍ଷାବନ୍ଧନ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ଆଲୋଚ୍ୟ ବିଷୟ ଥିଲା - "ଭ୍ରାତୃଭାବର ସ୍ମୃତି…
Read More...

ପ୍ରତ୍ୟେକ ଶିଶୁ ପାଇଁ ପରିବାର ଓ ପ୍ରୀତିପୂର୍ଣ୍ଣ ପରିବେଶ ଗୁରୁତ୍ୱପୂର୍ଣ୍ଣ – ବବିତା ପାତ୍ର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଏବଂ ୟୁନିସେଫ୍ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଶିଶୁ ଯତ୍ନ ଓ ପରିବାରରୁ ଶିଶୁମାନଙ୍କ ବିଚ୍ଛିନ୍ନତା ନିବାରଣ ସମ୍ପର୍କିତ ଏକ ଆଞ୍ଚଳିକ କର୍ମଶାଳା ଛତ୍ରପୁରସ୍ଥିତ ଜିଲ୍ଲା ପରିଷଦର ଋଷିକୁଲ୍ୟା ସମ୍ମିଳନୀ…
Read More...

ଶାରୀରିକ ସୁସ୍ଥତା, ଶୃଙ୍ଖଳା ଏବଂ କ୍ରୀଡ଼ାକୁ ଅଗ୍ରାଧିକାର ଭିତ୍ତରେ ଡି.ଏ.ଭି. ପବ୍ଲିକ ସ୍କୁଲ ପକ୍ଷରୁ ‘ମିନି…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଡି.ଏ.ଭି. ପବ୍ଲିକ ସ୍କୁଲ ଆନୁକୁଲ୍ୟରେ ଏକ ‘ମିନି ମାରାଥନ୍’ ଦୌଡ଼ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି । ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଶାରୀରିକ ସୁସ୍ଥତା, ଶୃଙ୍ଖଳା ଏବଂ କ୍ରୀଡ଼ା ମନୋଭାବର ବିକାଶ କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ…
Read More...

ଚିକଲଖଣ୍ଡି ପଞ୍ଚାୟତକୁ ନିଶାମୁକ୍ତ କରିବାରେ ଛତ୍ରପୁର ପୋଲିସ ସମିତିର ପ୍ରୟାସ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ମ୍ୟୁନିସପାଲିଟି ଅଧୀନସ୍ଥ ସହର ତଳି ଚିକଲଖଣ୍ଡି ନିକଟସ୍ଥ ଝରପୋଖରୀ ଗ୍ରାମରେ ନିଶାମୁକ୍ତ ସମାଜ ଗଠନ କରିବା ଦିଗରେ ଏକ ସ୍ୱତନ୍ତ୍ର ଅଭିଯାନ କରିବା ସାଂଗକୁ ସାଇବର୍ ଠକେଇ ସମ୍ବନ୍ଧୀୟ ସଚେତନତା ଏବଂ ସ୍ୱାସ୍ଥ୍ୟସେବାରେ ଯକ୍ଷ୍ମାରୋଗର…
Read More...

ଗଞ୍ଜାମର ୯ ଲକ୍ଷରୁ ଉର୍ଦ୍ଧ୍ୱ ମହିଳା ହିତାଧିକାରୀଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ଟଙ୍କା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ମହିଳା ସଶକ୍ତିକରଣର ଏକ ନୂଆ ଅଧ୍ୟାୟ ଯୋଡ଼ିହୋଇଛି । ସୁଭଦ୍ରା ଯୋଜନା, ଓଡ଼ିଶା ସରକାର ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ୧ କୋଟିରୁ ଉର୍ଦ୍ଧ୍ୱ ମହିଳାଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରଦାନ କରିଛନ୍ତି…
Read More...

ପଲ୍ଲିଶ୍ରୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକରେ ପରିବେଶ ସୁରକ୍ଷା ଦୃଷ୍ଟିରୁ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଭୁବନେଶ୍ୱର ସ୍ଥିତ ପଲ୍ଲିଶ୍ରୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ କେ.ଏନ୍.ସି.ଏଫ୍. ଓ ଆର.ସି.ଜେ. ଜାପାନର ସହଯୋଗରେ ବୃକ୍ଷରୋପଣ ତଥା ସବୁଜ ବନାନୀ…
Read More...

ଗଞ୍ଜାମ ଜିଲ୍ଲାର ମତ୍ସ୍ୟଜୀବୀଙ୍କ ହିତରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ୬୫୦ କୋଟି ଟଙ୍କାର ଅନୁଦାନ ଉତ୍ସର୍ଗୀକୃତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳର ସମୁଦାୟ ମତ୍ସ୍ୟଜୀବୀଙ୍କ ଜୀବନ ଜୀବିକାର ଉନ୍ନତି ବିଧାନ ଏବଂ ସ୍ଵ-ରୋଜଗାର ନିମନ୍ତେ ୬୫୦ କୋଟି ଟଙ୍କାର ଅନୁଦାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ଵାରା ଉତ୍ସର୍ଗୀକୃତ କରାଯାଇଛି । ଗଞ୍ଜାମ…
Read More...