Browsing Tag

bramhapur news

ଗଞ୍ଜାମ ଜିଲ୍ଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଉଛି : ଜିଲ୍ଲାପାଳ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଉଛି, ବୋଲି ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା କହିଛନ୍ତି । ଜିଲ୍ଲାର ସମସ୍ତ ୨୨ ଗୋଟି ବ୍ଲକରେ ଧାନ ସଂଗ୍ରହ ପ୍ରକ୍ରିୟା ଜୋର୍‌ଦାର୍‌ ଆରମ୍ଭ କରାଯାଇଛି । ଗଞ୍ଜାମ
Read More...

ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଜିଲ୍ଲାସ୍ତରୀୟ ଜନରାଜ୍ୟ ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସ୍ଥିତ ଜିଲ୍ଲା କୋଷାଗାର ପରିସରରେ ଥିବା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଛତ୍ରପୁର ଅବସରପ୍ରାପ୍ତ କର୍ମଚାରୀ ସଙ୍ଘ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ୭୬ତମ ଗଣତନ୍ତ୍ର ଦିବସ
Read More...

ଗଞ୍ଜାମ ଜିଲ୍ଲାପାଳଙ୍କ ଛତ୍ରପୁର ବ୍ଲକର ବଉଳ ଗାଁ ଓ ରୁକୁଣୀ ଗାଁ ସେବା ସମବାୟ ସମିତିର ଧାନମଣ୍ଡି ପରିଦର୍ଶନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଛତ୍ରପୁର ବ୍ଲକର ବଉଳ ଗାଁ ଓ ରୁକୁଣୀ ଗାଁ ସୋସାଇଟିର ଧାନମଣ୍ଡି ବୁଧବାର ପରିଦର୍ଶନ କରିଛନ୍ତି । ଏହି ସମୟରେ ସେ କୃଷକ ମାନଙ୍କର ସମସ୍ତ ସୁବିଧା ଅସୁବିଧା ପଚାରି ବୁଝିଥିଲେ । ଏହାସହ ମଣ୍ଡି ଅଧିକାରୀଙ୍କୁ
Read More...

ଶିରିଡି–ନାସିକ୍ ଅଭିମୁଖେ ବ୍ରହ୍ମପୁର ରେଳ ଷ୍ଟେସନରୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଟ୍ରେନ୍‌ର ଶୁଭାରମ୍ଭ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବରିଷ୍ଠ ନାଗରିକ ତୀର୍ଥଯାତ୍ରା ମଙ୍ଗଳବାର ଅର୍ଥାତ୍ ତା. ୨୮.୦୧.୨୦୨୫ ରିଖ ଦିନ ସକାଳ ୧୧ଘଣ୍ଟା ୪୫ମିନଟ ସମୟରେ ବ୍ରହ୍ମପୁର ରେଲ ଷ୍ଟେସନ ଠାରୁ ଯାତ୍ରା ଆରମ୍ଭ କରିଛି । ରାଜ୍ୟର ଆର୍ଥିକ ଅନଗ୍ରସର ଓ ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ବରିଷ୍ଠ
Read More...

ଉପ-ଜିଲ୍ଲାପାଳଙ୍କ ମଣ୍ଡି ପରିଦର୍ଶନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପ-ଜିଲ୍ଲାପାଳ ଦୀନା ଦସ୍ତଗୀର ରଙ୍ଗେଇଲୁଣ୍ଡା ବ୍ଲକର ମଣ୍ଡି ପରିଦର୍ଶନ କରି ସମୀକ୍ଷା କରିଛନ୍ତି । ରଙ୍ଗେଇଲୁଣ୍ଡା ବ୍ଲକର ମିଲର ଓ ମଣ୍ଡି ଅଧିକାରୀଙ୍କୁ ଯଥାଶୀଘ୍ର ଚାଷୀଙ୍କ ଠାରୁ ଧାନ ଉଠେଇବା ପାଇଁ ତାଗିଦ କରିଛନ୍ତି ।
Read More...

ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମ ଠାରେ ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭଞ୍ଜନଗର ସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଷ୍ଟାଡିୟମଠାରେ ଉପଖଣ୍ଡସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଜାତୀୟ ଦିବସରେ ଭଞ୍ଜନଗର ଉପଜିଲ୍ଲାପାଳ ଅନିଲ କୁମାର ସେଠୀ ମୁଖ୍ୟ ଅତିଥି ରୂପେ ଯୋଗଦାନ କରି
Read More...

ବ୍ରହ୍ମପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମିଳିତ ଅଭିଯୋଗ ଶୁଣାଣି

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡାକ୍ତର ସର୍ବନା ବିବେକ ଏମ, ଉପ-ଜିଲ୍ଲାପାଳ ବ୍ରହ୍ମପୁର ଦୀନା
Read More...

ବ୍ରହ୍ମପୁର ଠାରେ ୧୫ତମ ଜାତୀୟ ମତଦାତା ଦିବସ ସମାରୋହ ପାଳନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଟାଉନ ହଲ ଠାରେ ଜାତୀୟ ମତଦାତା ସଚେତନତା ପାଇଁ ସକାଳ ୮ଟା ସମୟରେ ଏକ ରାଲି ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ବାହାରି ଟାଉନ ହଲ ବ୍ରହ୍ମପୁର ପର୍ଯ୍ୟନ୍ତ ଯାଇଥିଲା । ଏହି ରାଲିକୁ ବ୍ରହ୍ମପୁର ଉପଜିଲ୍ଲାପାଳ ଦୀନା ଦସ୍ତଗୀର
Read More...

ଛତ୍ରପୁର ରୋଗୀ କଲ୍ୟାଣ ସମିତିର ଆନୁଷ୍ଠାନିକ ବୈଠକ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର ସେମିନାର ହଲରେ ରୋଗୀ କଲ୍ୟାଣ ସମିତିର ଏକ ଆନୁଷ୍ଠାନିକ ବୈଠକ ମେଡିକାଲ ସୁପରିନଟେନଡଣ୍ଟ ପ୍ରଫୁଲ୍ଲ ଚନ୍ଦ୍ର ଗୌଡ଼ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ହସ୍ପିଟାଲର ଭିତ୍ତିଭୂମିକୁ ଆଧାର କରି ଅନ୍ୟାନ୍ୟ
Read More...

ଛତ୍ରପୁର ଠାରେ ଗଞ୍ଜାମ ଜିଲ୍ଲାସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ସ୍ଥିତ ରିଜର୍ଭ ପୋଲିସ୍ ପ୍ୟାରେଡ଼ ପଡ଼ିଆଠାରେ ଜିଲ୍ଲା ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ମୁଖ୍ୟଅତିଥି ରୂପେ
Read More...