ତପ୍ତପାଣି ଘାଟିରେ ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ : ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସୋମବାର ଭୋରୁ ଗଜପତି ଜିଲ୍ଲାରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ପଦ୍ମାଳୟା ନାମକ ଏକ ବସ କନ୍ଧୁଣୀ ଦେବୀଙ୍କ ନିକଟରେ ଗାଡି ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ ଗଛକୁ ଧକ୍କା ଦେଇଥିଲା । ଯାହାକି ପାଟପୁର ଥାନା ଅଧୀନସ୍ଥ ତପ୍ତପାଣି ଅଞ୍ଚଳର ମାଁ!-->…
Read More...
Read More...